
ସମ୍ବଲପୁର, ୨୪/୩: ହୀରାକୁଦରେ ଝାଡାବାନ୍ତି ବ୍ୟାପିବା ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ କ୍ରମେ ୨ଜଣିଆ ବିଶେଷଜ୍ଞ ଦଳ ହୀରାକୁଦ ପହଂଚି ସ୍ଥିତି ସମୀକ୍ଷା କରିଛନ୍ତି। ଏହି ୨ଜଣିଆ ଟିମ୍ ପ୍ରଥମେ ହୀରାକୁଦ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଂଚି ଡାକ୍ତରଙ୍କ ସହ ଆଲୋଚନା କରିବା ପରେ ଓ୍ବାର୍ଡ ଯାଇ ଭର୍ତ୍ତି ଥିବା ଆକ୍ରାନ୍ତଙ୍କ ସହ ଆଲୋଚନା କରିଛନ୍ତି।ଖବର ଲେଖାଯିବା ପର୍ୟ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ ଟପିଥିବା ସରକାରୀ ସୂତ୍ରରୁ ସୂଚନା Continue Reading