Home Posts tagged udala
Odisha News
ଉଦଳା,୧୨/୧୧ : ଅତି ବିଭତ୍ସ ହତ୍ୟା । ମୁଣ୍ଡରୁ ଅଲଗା କରିଦେଲେ ଗଣ୍ଡି । ମୃତକଙ୍କ ନାମ ଗୁରୁବାରୀ ସିହଂ ବୋଲି ଜଣାପଡିଛି । ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ସାରଜମଡିହି ଗାଁରେ ଏଭଳି ଲୋମଟାଙ୍କୁରା ଘଟଣା ଘଟିଛି ।ଖବର ଅନୁଯାୟୀ, ଗୁରୁବାରୀ ସିଂ ଏବଂ ତାଙ୍କ ପରିବାର ଲୋକେ ଶୁକ୍ରବାର ଫୁଟବଲ ଖେଳ ଦେଖିବା ନିମନ୍ତେ ଯାଇଥିଲେ । ଏହି ସମୟରେ ଘରେ ଏକୁଟିଆ ରହିଥିଲେ ଠୁଙ୍ଗୁରୁ ସିଂହ । ଗୁରୁବାରୀ ଏବଂ ଅନ୍ୟମାନେ ଫେରିବା […]Continue Reading
Odisha News
ଉଦଳା, ୧୯/୫: ସାତ ଜନମର ସାଥୀ ହେବା ପାଇଁ ହାତ ଧରିଥିଲେ। ହେଲେ ଗୋଟିଏ ଜନମରେ ଶେଷ ହୋଇଗଲା ଜୀବନ। ସାମାନ୍ୟ କଥାକୁ ନେଇ ହେଲା ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ କଳହ।ଆଉ ତା’ପରେ ସାତ ଜନମର ସାଥୀକୁ କାଠ ଫାଳିଆରେ ପିଟି ମାରିଦେଲା ସ୍ତ୍ରୀ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଶରତ ଥାନା ଅନ୍ତର୍ଗତ ସିରିଆପାଳ ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଲାଦୁରା ସିଂ। ଘଟଣା ପରେ ସ୍ତ୍ରୀ ଗୁରୁବାରୀ ସିଂ ଫେରାର ହୋଇଯାଇଛି।ଗତକାଲି […]Continue Reading
Seo wordpress plugin by www.seowizard.org.