Home Posts tagged uddala
Odisha News
ଉଦଳା,୩/୪: ଛୋଟ ପିଲା ବୟସରେ ଭୟଙ୍କର ବ୍ୟବହାର। ର଼୍ୟାଗିଂ କରିବାକୁ ଯାଇ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ଦେହକୁ ବ୍ଲେଡରେ କାଟିଲେ। ପରେ କ୍ଷତରେ ଲୁଣ ମାରି ବନ୍ଦ କଠୋରୀରେ ଦେଲେ ନିର୍ଯ୍ୟାତନା। ଖୁଣ୍ଟା ଥାନା ବାସିପିଠା ଏସଏସଡି ହାଇସ୍କୁଲରୁ ଏଭଳି ସାଙ୍ଘାତିକ ଅଭିଯୋଗ ଆସିଛି। ଏହି ଘଟଣା ଅନେକଙ୍କୁ ଚକିତ କରିଥିବା ବେଳେ ଏହାକୁ ନେଇ ପୋଲିସର ତଦନ୍ତ ଆରମ୍ଭ ହୋଇଛି।ସୂଚନାନୁଯାୟୀ, ବିଦ୍ୟାଳୟ ହଷ୍ଟେଲରେ ରହୁଥିବା ବାରିପଦା ଭୁଗୁଡାକଟା ଅଞ୍ଚଳର ଷଷ୍ଠ ଶ୍ରେଣୀ Continue Reading