Home Posts tagged utkal diwash celebrate in odisha
Odisha News
ଭୁବନେଶ୍ୱର,୧/୪: ଆଜି ଏପ୍ରିଲ ପହିଲା ଉତ୍କଳ ଦିବସ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ବର୍ଷ ପୂର୍ତ୍ତିକୁ ଆନନ୍ଦ ଉଲ୍ଲାସର ସହ ପାଳନ କରୁଛନ୍ତି ରାଜ୍ୟବାସୀ।ସ୍ୱତନ୍ତ୍ର ଉତ୍କଳପ୍ରଦେଶ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବରେଣ୍ୟଙ୍କୁ ଆଜି ମନେ ପକାଉଛି ସାରା ରାଜ୍ୟ। ଉତ୍କଳମଣି ଗୋପବନ୍ଧୁ ଦାଶ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦେବ, ହରେକୃଷ୍ଣ ମହତାବ, ବ୍ୟାସକବି ଫକୀରମୋହନ ସେନାପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଂଜଦେଓ, ପଣ୍ଡିତ ନୀଳକଣ୍ଠ ଦାସ, କବିବର Continue Reading
Seo wordpress plugin by www.seowizard.org.