Home Posts tagged vedant plant
Odisha News
ଭଦ୍ରକ,୧୨/୪ : ଭଦ୍ରକ ଜିଲ୍ଲା ରାନ୍ଦିଆସ୍ଥିତ ବେଦାନ୍ତ ଫେକର କମ୍ପାନିରେ ଗତକାଲି ଘଟିଥିବା ଏକ ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଏହି ଦୁର୍ଘଟଣାରେ ୨ ଜଣ ଶ୍ରମିକ ଗୁରୁତର ହୋଇ ପଡ଼ିଛନ୍ତି। ସେମାନଙ୍କୁ ଚିକିତ୍ସା ନିମନ୍ତେ ଏୟାରଲିଫ୍ଟ କରାଯାଇ ମୁମ୍ବାଇ ସ୍ଥାନାନ୍ତର କରାଯାଇଛି। ଏହି ସମୟରେ ଉତ୍ତେଜନା ଆଶଙ୍କାରେ କମ୍ପାନୀର ୨ ଶହ ମିଟର ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି ।ଗୁରୁତର ୨ ଶ୍ରମିକ ହେଲେ ବରପଦା ଅଞ୍ଚଳର Continue Reading
Seo wordpress plugin by www.seowizard.org.