Home Posts tagged vigilance raid (Page 2)
Odisha News
କୋରାପୁଟ,୧୯/୧୨: ଜମି ଚିହ୍ନଟ ପାଇଁ ଲାଞ୍ଚ ନେବା ବେଳେ ଲମତାପୁଟ ଆରଆଇ ଓ ପିଅନଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ମାଲେଙ୍ଗା ଗ୍ରାମର ହରି ନାୟକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ଲମତାପୁଟ ଆର ଆଇ ବିଜୟ କୁମାର ବାଘ।ଅଭିଯୋଗ ହେବା ପରେ ଆଜି ହରି ନାୟକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଅଭିଯୁକ୍ତ ବିଜୟ କୁମାର ବାଘଙ୍କୁ ଭିଜିଲାନ୍ସ ଧରିଛି। ଏହି ମାମଲାରେ ପିଅନ ରୋହିତ ପାଢ଼ୀଙ୍କୁ ବି ଅଟକ ରଖି […]Continue Reading
Odisha News
ସମ୍ବଲପୁର,୧୯/୧୨: ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷ (ଏସଡିଏ)ର ପୂର୍ବତନ ପ୍ଲାନିଂ ମେମ୍ବର ଓ ଜଣେ କର୍ମଚାରୀଙ୍କ ଘରେ ପଶିଛି ଭିଜିଲାନ୍ସ।ସୂଚନା ଅନୁଯାୟୀ, ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷ କାର୍ଯ୍ୟାଳୟର ପୂର୍ବତନ ପ୍ଲାନିଂ ମେମ୍ବର ବନ୍ଦିତା ମହାପାତ୍ର ଓ କନିଷ୍ଠ କିରାଣି ଲକ୍ଷ୍ମୀ ନାରାୟଣ ସାମଲଙ୍କ ଘରେ ଚଢ଼ଉ ଜାରି ରହିଛି।ପୂର୍ବତନ ପ୍ଲାନିଂ ମେମ୍ବର ବନ୍ଦିତା ମହାପାତ୍ରଙ୍କ ଘର ସମେତ ୬ଟି ସ୍ଥାନରେ ଚଢ଼ଉ ଚାଲିଥିବା ବେଳେ କନିଷ୍ଠ କିରାଣି ଲକ୍ଷ୍ମୀ Continue Reading
Odisha News
ନୟାଗଡ଼,୧୩/୧୨: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ସବରେଜିଷ୍ଟ୍ରାର୍ ଶାଶ୍ବତ କୁମାର ପଟ୍ଟନାୟକ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାର ଛଅଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଛି ଭିଜିଲାନ୍ସ ଟିମ୍।ନୟାଗଡ଼ ଏବଂ କେନ୍ଦ୍ରାପଡା ଜିଲ୍ଲାର ନିମ୍ନଲିଖିତ ସ୍ଥାନରେ ଭୁବନେଶ୍ୱରର ଭିଜିଲାନ୍ସ ସ୍ପେଶାଲ୍ ଜଜଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟର କ୍ଷମତା ବଳରେ ୮ଜଣ ଡିଏସପି, ୬ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା Continue Reading
Odisha News
ସୁନ୍ଦରଗଡ଼,୨୯/୧୧: ଭିଜିଲାନ୍ସ ଜାଲରେ ପୁଣି ଜଣେ ରାଜସ୍ବ ନିରୀକ୍ଷକ। ଜଣେ ଅଭିଯୋଗକାରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୁକ୍ତ ହେଲେ ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ।ସୂଚନା ଅନୁଯାୟୀ, ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ ଜଣେ ବ୍ୟକ୍ତିଙ୍କୁ ଚାଷଜମିକୁ ବାସୋପଯୋଗୀ ଜମିରେ ରୂପାନ୍ତରିତ କରିବା ନେଇ ରିପୋର୍ଟ ଦେବା ଲାଗି ୫ ହଜାର ଟଙ୍କା Continue Reading
Odisha News
ସୋନପୁର,୨୭/୧୧: ମୋତିଆବିନ୍ଦୁ ଅପରେସନ୍ ପାଇଁ ଲାଞ୍ଚ ନେଉଥିଲେ ଚକ୍ଷୁ ଡାକ୍ତର। ମାଡ଼ି ବସିଲା ଭିଜିଲାନ୍ସ ଟିମ୍। ଏପରି ଖବର ଆସିଛି ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ।ଭିଜିଲାନ୍ସ ଟିମ୍ ଡାକ୍ତରଙ୍କୁ ଅଟକ ରଖି ଘନ ଘନ ଜେରା କରୁଛି। ଲାଞ୍ଚୁଆ ଡାକ୍ତର ହେଲେ ଚକ୍ଷୁ ବିଶେଷଜ୍ଞ ଡାକ୍ତର ସଂଜୀବ କୁମାର କର।ଉଲୁଣ୍ଡା ବ୍ଲକ୍ ଜାଲୋଏ ଗାଁର ଲକ୍ଷ୍ମଣ ତ୍ରିପାଠୀଙ୍କ ଆଖିକୁ ଠିକ୍ରେ ଦେଖାଯାଉନଥିଲେ। ତେଣୁ ସେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯାଇଥିଲେ। Continue Reading
Odisha News
ନବରଙ୍ଗପୁର,୨୪/୧୧: ଭିଜିଲାନ୍ସ ଜାଲରେ ଅବକାରୀ ସୁପରିଟେଣ୍ଡେଣ୍ଟ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଜିଲ୍ଲା ଅବକାରୀ ବିଭାଗର ସୁପରିଟେଣ୍ଡେଣ୍ଟ ଗଙ୍ଗା ପାଇକରାୟଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।ଗଙ୍ଗାଙ୍କ କୋରାପୁଟ ଜିଲ୍ଲା ଜୟପୁର ସ୍ଥିତ ପୈତୃକ ଘରେ, ନବରଙ୍ଗପୁର ସ୍ଥିତ ଡି ଏସ୍-ଥ୍ରୀ ସିନେମା ହଲ ନିକଟରେ ଥିବା ଭଡ଼ା ଘରେ ଓ ଅଫିସ ସମେତ ୪ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ଭିଜିଲାନ୍ସ ବିଭାଗର ୫ଟିମ୍ ସାମିଲ Continue Reading
Odisha News
କଟକ,୩/୧୧: ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା ସାଲେପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଅର୍ଜୁନ କୁମାର ସାହୁ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଖୋର୍ଦ୍ଧା (ଭୁବନେଶ୍ୱର), କଟକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ୮ ଟି ସ୍ଥାନରେ ଏକାକାଳୀନ ଚଢ଼ଉ କରୁଛନ୍ତି ଭିଜିଲାନ୍ସ ଟିମ୍।ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟ୍ ର କ୍ଷମତା ବଳରେ ୮ ଜଣ ଡିଏସପି, ୮ ଇନ୍ସପେକ୍ଟର, ୭ ଏଏସ୍ଆଇ ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ Continue Reading
Odisha News
ବୌଦ୍ଧ,୧/୧୧: ଗଂଜେଇ ମାଫିଆଙ୍କୁ ପ୍ରୋତ୍ସାହନ ଯୋଗାଇବା ଓ ବେଆଇନ ବ୍ୟବସାୟରେ ସହଯୋଗ କରିବା ଜଣେ ପୁଲିସ କନଷ୍ଟେବଳଙ୍କୁ ମହଙ୍ଗା ପଡ଼ିଛି। ବୌଦ୍ଧ ଜିଲ୍ଲା ସଦର ଥାନା ଅଧୀନ ବଘିଆପଡ଼ା ଫାଣ୍ଡିର ଡିଭିଏଫ କନଷ୍ଟେବଳଙ୍କ ପାଖରୁ ଭିଜିଲାନ୍ସ ବିଭାଗ ବୁଧବାର ଦିନ ୬ ଲକ୍ଷ ଟଙ୍କା ସହ ପିସ୍ତଲ ଜବତ କରିଛି।ସୂଚନା ଅନୁସାରେ ବଘିଆପଡା ଫାଣ୍ଡି ସରକାରୀ ପୁଲିସ କ୍ୱାର୍ଟର ନିକଟରୁ ଆଜି ବୌଦ୍ଧ ଭିଜିଲାନ୍ସ ବିଭାଗ ଡିଭିଏଫ କନେଷ୍ଟବଳ ହରିକ୍ରିଷ୍ଣ ସାହୁଙ୍କୁ ଗିରଫ Continue Reading
Odisha News
ଭୁବନେଶ୍ୱର,୧୮/୧୦: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ କୁମାର ପାଣି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜିଲ୍ଲା ପାଲଲହଡ଼ା ବିଇଓ ଅଫିସରେ ସମଗ୍ର ଶିକ୍ଷା ଅଭିଯାନର ବୈଷୟିକ ପରାମର୍ଶଦାତା ଭାବେ କାର୍ଯ୍ୟରତ ପ୍ରସନ୍ନ କୁମାର ପାଣିଙ୍କ ଘର ସମେତ ଅନୁଗୁଳ, ପୁରୀ ଓ ଭୁବନେଶ୍ୱରରେ ଏକକାଳୀନ ୯ଟି ସ୍ଥାନରେ ଚଢ଼ଉ ଜାରି ରହିଛି।ଭୁବନେଶ୍ୱରର ସ୍ୱତନ୍ତ୍ର ଜଜ୍ ଭିଜିଲାନ୍ସଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟର କ୍ଷମତା ବଳରେ ୬ଜଣ ଡିଏସପି, ୬ Continue Reading
Odisha News
ରାୟଗଡ଼ା,୨୯/.୯: ଜନସ୍ବାସ୍ଥ୍ୟ ବିଭାଗରେ କିପରି ଚାଲିଛି ଲାଞ୍ଚ କାରବାର ଆଜି ତାହା ପଦାରେ ପଡିଛି। ଏହି ବିଭାଗର ଏଷ୍ଟିମେଟର ରମାକାନ୍ତ ମଲ୍ଲିକ ଲାଞ୍ଚ ନଦେଲେ କୌଣସି ଫାଇଲକୁ ଗ୍ରହଣ କରନ୍ତି ନାହିଁ। ବାରମ୍ବାର ଏନେଇ ଅଭିଯୋଗ ହେଉଥିଲେ ମଧ୍ୟ ବାବୁଙ୍କ ନାମରେ କେହି ପାଟି ଫିଟାଇବାକୁ ଡରନ୍ତି। କିନ୍ତୁ ଆଜି ଲାଞ୍ଚ ନେବା ତାଂକ ପାଇଁ ମହଙ୍ଗା ପଡିଲା। ୭ ହଜାର ଟଂକା ଲାଞ୍ଚ ନେଲା ବେଳେ ଭିଜିଲାନସ ହାତରେ ଧରାପଡିରେ। ଆଉ ଭିଜିଲାନସ ହାତରେ ଗିରଫ […]Continue Reading
Seo wordpress plugin by www.seowizard.org.