Home Posts tagged water levels rising in hirakuda
Odisha News
ସମ୍ବଲପୁର, ୨୫/୮: ହୀରାକୁଦ ଉପରମୁଣ୍ଡରେ ବର୍ଷା ହେବା ଯୋଗୁ ବୃଦ୍ଧି ପାଉଛି ହୀରାକୁଦ ଡ୍ୟାମର ଜଳସ୍ତର। ଆଜି ଆଉ ୬ଟି ଗେଟ୍ ଖୋଲିଛି। ୨୦ଟି ଗେଟ୍ ଦେଇ ଡ୍ୟାମରୁ ୩ଲକ୍ଷ ଘନ ଫୁଟ ବନ୍ୟାଜଳ ନିଷ୍କାସିତ ହେଉଛି।ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ୬୨୧.୯୭ ଘନଫୁଟ ଥିବା ବେଳେ ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୩ ଲକ୍ଷ ୫୯କ୍ୟୁସେକ ଜଳ ପ୍ରବେଶ କରୁଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ୨ ଲକ୍ଷ ୫୯ କ୍ୟୁସେକ ଜଳ ନିଷ୍କାସିତ ହେଉଛି।ହୀରାକୁଦ ଡ୍ୟାମରେ ଗେଟ୍ […]Continue Reading
Seo wordpress plugin by www.seowizard.org.