Home Posts tagged weather condition in state
Odisha News
ଭୁବନେଶ୍ବର, ୨/୫: ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିଥିବାବେଳେ ବୁଧବାର ଅପରାହ୍ନରେ ହୋଇଥିବା କାଳବୈଶାଖୀ ସାମାନ୍ୟ ଆଶ୍ୱସ୍ତି ଆଣି ଦେଇଛି। କିନ୍ତୁ ଗୁରୁବାର ମଧ୍ୟ ଖରା ପ୍ରକୋପ ଜାରି ରହିବ।ହିଟୱେଭ୍ ନେଇ ଗୁରୁବାର ୧୦ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ପାଣିପାଗର କେନ୍ଦ୍ର ପୂର୍ବାନୁମାନ ଅନୁସାରେ ନୟାଗଡ଼, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଓ ଝାରସୁଗୁଡ଼ାରେ ଟାଣ ଖରା Continue Reading
Odisha News
ଭୁବନେଶ୍ୱର,୧୯/୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ଅନୁଯାୟୀ, ରାଜ୍ୟରେ ୨୦ ତାରିଖ ବେଳରୁ ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୧ ଓ ୨୨ ତାରିଖରେ ଉପକୂଳ ଓ ଉତ୍ତର ଓ […]Continue Reading
Odisha News
ଭୁବନେଶ୍ୱର,୪/୩: ତାତିରେ ଲାଗିବ ବ୍ରେକ୍। ପଶ୍ଚିମା ଝଡ ପ୍ରଭାବରେ ଆସନ୍ତାକାଲି ଯାଏ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଅନୁଗୋଳ ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।ସେହିପରି ଆସନ୍ତାକାଲି ସୁନ୍ଦରଗଡ଼, କେଉଁଝର, ମୟୂରଭଞ୍ଜ, Continue Reading
Seo wordpress plugin by www.seowizard.org.