
ଭୁବନେଶ୍ୱର,୧୮/୧: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲାରେ କୁହୁଡ଼ି ହେବାର ସମ୍ଭାବନା ରହିଛି। ଟ୍ବିନ୍ ସିଟିରେ ଘନ କୁହୁଡ଼ିର ଆସ୍ତରଣ; ଯାନବାହନ ଚଳାଚଳ ବାଧାପ୍ରାପ୍ତଫପାଣିପାଗ ବିଭାଗ ସୂଚନା ଅନୁଯାୟୀ କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର ଏବଂ ଝାରସୁଗୁଡ଼ା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। କୁହୁଡ଼ି ଯୋଗୁ ଯାତାୟାତ ଗୁରୁତର ଭାବେ ପ୍ରଭାବିତ ହେବାର ସମ୍ଭାବନା Continue Reading