Home Posts tagged weather report
Odisha News
ନୂଆଦିଲ୍ଲୀ,୧୦/୬ : ଏଥର ରଜରେ ଭିଜିବେନି ରାଜ୍ୟବାସୀ ବରଂ ଖରା ସାଙ୍ଗକୁ ଗୁଳୁଗୁଳିରେ ସିଝିବେ। କାରଣ ଏଥର ରଜ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ।ଦକ୍ଷିଣ-ପଶ୍ଚିମ ମୌସୁମୀ ସମଗ୍ର କେରଳକୁ ଛୁଇଁବା ସହ କର୍ଣ୍ଣାଟକ ଓ ତାମିଲନାଡ଼ୁର କିଛି ଅଂଶରେ ପହଞ୍ଚିଛି । ଏହା ସହିତ ଉତ୍ତର-ପୂର୍ବ ଭାରତର କିଛି ଅଂଶକୁ ଛୁଇଁଛି ।ଆଗାମୀ ୨-୩ଦିନରେ ଏହା ସିକ୍କିମ, ହିମାଳୟ ପାଦବର୍ତ୍ତୀ ପଶ୍ଚିମବଙ୍ଗରେ ଛୁଇଁବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି । ତେବେ Continue Reading
Odisha News
ଭୁବନେଶ୍ୱର,୧୯/୮: ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ଘନୀଭୂତ ହୋଇ ଆଜି ସାଢେ ୧୧ଟାରେ ଏକ ଗଭୀର ଅବପାତରେ ପରିଣତ ହୋଇଛି। ଏହା ଏବେ ବାଲେଶ୍ୱରଠୁ ପ୍ରାୟ ୨୦୦ କିମି ଦୂରରେ ପୂର୍ବ ଓ ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି।ଦୀଘା ପାଖରୁ ପ୍ରାୟ ୧୪୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ଏହା ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝରରେ ଅତି ପ୍ରବଳ ବର୍ଷା ହେବ। ତେବେ ବାତ୍ୟାର Continue Reading
Top Stories
ଭୁବନେଶ୍ୱର,୨୭/୬: ସୋମବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଗଞ୍ଜାମ, ଗଜପତି, ବରଗଡ଼, ଦେବଗଡ଼, ଅନୁଗୁଳ ଜିଲ୍ଲାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।ତେବେ ଘୁର୍ଣ୍ଣିବଳୟ ଆଜି ଦକ୍ଷିଣ ଛତିଶଗଡ଼ରେ ବାୟୁମଣ୍ଡଳର ଉପରିଭାଗରେ ଥିବା ବେଳେ ଧୀରେ ଧୀରେ ଦକ୍ଷିଣ ଆଡକୁ ଗତି କରୁଛି ।ଆଜି Continue Reading
Odisha News
ଭୁବନେଶ୍ୱର ୧୫/୬: ଗରମ ଓ ଗୁଳୁଗୁଳିରୁ ମିଳିବ ତ୍ରାହି । ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ମୌସୁମୀ ଛୁଇଁବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।ରଜକୁ ବର୍ଷା ଭିଜାଇବ ବୋଲି ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ । ଗତ ଦୁଇଦିନ ତଳେ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଥଣ୍ଡା ରହିଥିଲା । ଏଭଳି ରଜ ପାଗ ଜାରି ରହିବ ବୋଲି ଆଶା ଥିଲା ।ହେଲେ ପାଣିପାଗ ବିଭାଗର ସାନି ଆକଳନକୁ ବିଶ୍ୱାସ କଲେ ଆସନ୍ତା […]Continue Reading
Odisha News
ଭୁବନେଶ୍ୱର, ୧୧/୬: ଖୁବ୍‌ଶୀଘ୍ର ଗରମ ଓ ଗୁଳୁଗୁଳିରୁ ମିଳିବ ତ୍ରାହି। ରଜରେ ଭିଜିବ ସାରା ଓଡ଼ିଶା। ୪ରୁ ୫ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଗାମୀ ୪ରୁ ୫ ଦିନ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ। ଏଥିପାଇଁ ପାଗ ଅନୁକୂଳ ରହିଛି।ଗତ କିଛି ଦିନ ଧରି ଅସହ୍ୟ ଗ୍ରୀଷ୍ମ ପ୍ରବାହ […]Continue Reading
Odisha News
ଭୁବନେଶ୍ୱର,୨୫/୩: ସିଝିବେ ଆଭ୍ୟନ୍ତରୀଣ ଓଡ଼ିଶାବାସୀ । ସ୍ୱାଭାବିକଠୁ ବଢ଼ିବ ୨ରୁ ୩ ଡିଗ୍ରୀ ସେଲସିୟସ୍ ତାତି । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ରହିବ ବୋଲି ପାଣିପାଗବିତ୍ ପୂର୍ବାନୁମାନ କରିଛନ୍ତି ।ଗୁରୁବାର ୪୧.୪ ଡିଗ୍ରୀ ସେଲସିୟସ୍ ସହ ଟିଟିଲାଗଡ଼ ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଥିଲା । ସେହିପରି ୧୨ଟି ସହରର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ଉପରେ ଥିଲା ।ବଲାଙ୍ଗିରରେ ସର୍ବୋଚ୍ଚ ତାପମାତ୍ରା ୪୧.୩ ଡିଗ୍ରୀ ସେଲସିୟସ୍ Continue Reading
Odisha News
ଭୁବନେଶ୍ୱର,୧୨/୩ : ରାଜ୍ୟରେ ବଢ଼ିଛି ତାତି । ଶୁକ୍ରବାର ୩୭ ଡିଗ୍ରୀ ଉପରେ ଥିଲା ୬ ସହର । ଆସନ୍ତା ୧୪ ତାରିଖରୁ ରାଜ୍ୟରେ ଆହୁରି ବଢ଼ିବ ତାତି । ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାରେ ତାତି ୪୦ ଡିଗ୍ରୀ ଛୁଇଁବ । ପାଣିପାଗବିତ୍ ଏଭଳି ପୂର୍ବାନୁମାନ କରିଛନ୍ତି ।ଆସନ୍ତା ୧୪ରୁ ୧୭ ତାରିଖ ମଧ୍ୟରେ ରାଜ୍ୟରେ ସାମୁଦ୍ରିକ ପବନ ବିଶେଷ ବହିବାର ସମ୍ଭାବନା ନାହିଁ । ଉତ୍ତର-ପଶ୍ଚିମ ଦିଗରୁ ତତଲା ପବନ ବହିବ ।ଫଳରେ ଆଭ୍ୟନ୍ତରୀଣ ଓଡ଼ିଶାରେ […]Continue Reading
Odisha News
ଭୁବନେଶ୍ୱର,୬/୩: ମାର୍ଚ୍ଚ ଆରମ୍ଭରୁ ଡରାଇଲାଣି ତାତି । ଶୁଖିଲା ପାଗ ସାଙ୍ଗକୁ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଆରବ ସାଗର ଆଡୁ ପୂର୍ବ ଭାରତ ଆଡକୁ ପ୍ରବାହିତ ହେଉଥିବା ଆର୍ଦ୍ର ବାୟୁ ବନ୍ଦ ହେବା ଯୋଗୁଁ ଓ ବାୟୁମଣ୍ଡଳର ଉପରିଭାଗରେ ଏକ ଟ୍ରଫ୍ ପୂର୍ବ ଦିଗକୁ ଗତି କରିବାସମ୍ଭାବନା ଥିବାରୁ ଆସନ୍ତା ୧୩ ତାରିଖରୁ ରାଜ୍ୟରେ ଦିନର ତାପମାତ୍ରା ବୃଦ୍ଧି ପାଇବ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ପରିବେଶ ଓ ଜଳବାୟୁ କେନ୍ଦ୍ର […]Continue Reading
Odisha News
ଭୁବନେଶ୍ୱର, ୪/୩: ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଖରାଟିଆ ପାଗ ହେବା ସହିତ ତାପମାତ୍ରା ବଢ଼ିବ । ଆଭ୍ୟନ୍ତରୀଣ ଦକ୍ଷିଣ ସବୁଠୁ ଉତ୍ତପ୍ତ ହେବ ।ଚଳିତ ମାସ ୭ରୁ ୧୨ ତାରିଖ ମଧ୍ୟରେ ଗରମ ଦ୍ରୁତ ଗତିରେ ବୃଦ୍ଧି ପାଇବ । ସେହିପରି ସର୍ବାଧିକ ତାପମାତ୍ରା ଉପକୂଳ ଜିଲ୍ଲାରେ ଆସନ୍ତା ୬ ତାରିଖ ପର୍ଯ୍ୟ ନ୍ତ ୨ ଡିଗ୍ରୀ ସେଲସିୟସ୍ ପର‌୍ୟ୍ୟନ୍ତ ବଢ଼ିବ । ୭ରୁ ୧୨ ମଧ୍ୟରେ ପ୍ରାୟ ୩ ଡିଗ୍ରୀ […]Continue Reading
Odisha News
ଭୁବନେଶ୍ୱର,୨୮/୨: ସୋମବାରଠୁ ରାଜ୍ୟରେ ପାଗ ଶୁଖିଲା ରହିବ । ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ରହିବ । ତେବେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲା ସମେତ କନ୍ଧମାଳରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି, ଆସନ୍ତାକାଲି ପାଗ ଶୁଖିଲା ରହିବ । ଅପରାହ୍ନରେ କେନ୍ଦୁଝର ଓ ମୟୂରଭଞ୍ଜ […]Continue Reading
Seo wordpress plugin by www.seowizard.org.