Home Posts tagged WIFI FECILITY IN GOVERNMENT UNIVERSITY IN ODISHA
Odisha News
ଭୁବନେଶ୍ବର,୧/୧୧: ରାଜ୍ୟ ସରକାର ଡିଜିଟାଲ ମାଧ୍ୟମରେ ଶିକ୍ଷାର ବିକାଶକୁ ଗୁରୁତ୍ବ ଦେଉଛନ୍ତି। ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରେ ଇ-ଲାଇବ୍ରେରି ସହିତ କମ୍ପ୍ୟୁଟର ଲ୍ୟାବ୍ (ପ୍ରୟୋଗଶାଳା) ଖୋଲିବା ପରେ ଏବେ ରାଜ୍ୟର ସବୁ ବିଶ୍ଵବିଦ୍ୟାଳୟ ପରିସରକୁ ୱାଇଫାଇ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି।ଏନେଇ ଆଜି ଉଚ୍ଚଶିକ୍ଷା ବିଭାଗର ସ୍ବତନ୍ତ୍ର ସଚିବ ରମାକାନ୍ତ ନାୟକ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ ବିଶ୍ବବିଦ୍ୟାଳୟର କୁଳସଚିବମାନଙ୍କୁ ଚିଠି Continue Reading
Seo wordpress plugin by www.seowizard.org.