Home Posts tagged zimbabue defeat india on first 20
Odisha News Sports News
ନୂଆଦିଲ୍ଲୀ,,୬/୭: ଜିମ୍ବାୱେ ଗସ୍ତରେ ଯାଇଥିବା ଟିମ୍ ଇଣ୍ଡିଆ ପ୍ରଥମ ଟି-୨୦ ମ୍ୟଚ୍ରେ ୧୩ ରନ୍ରେ ପରାଜିତ ହୋଇଛି। ଦୁଇ ଦଳ ହରାରେର ହରାରେ ସ୍ପୋର୍ଟସ୍ କ୍ଲବ୍ଠାରେ ଖେଳାଯାଉଥିବା ପ୍ରଥମ ଟି-୨୦ରେ ମୁହାଁମୁହିଁ ହୋଇଥିଲେ। ଭାରତୀୟ ଅଧିନାୟକ ଶୁଭମାନ ଗିଲ୍ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ।ଜିମ୍ବାୱେ ଦଳ ଅଧିନାୟକ ସିକନ୍ଦର ରଜାଙ୍କ ନେତୃତ୍ବରେ ବ୍ୟାଟିଂ ଆରମ୍ଭ କରିଥିଲା। ଧାର‌୍ୟ୍ୟ ୨୦ ଓଭରରେ ଜିମ୍ବାୱେ ଦଳ ୯ ୱିକେଟ ହରାଇ ୧୧୫ Continue Reading
Seo wordpress plugin by www.seowizard.org.