ନାଭିଗୟାରେ ପିଣ୍ଡଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଯାଜପୁର , ୩/୨: ମା ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି । ଯାଜପୁରରେ ଅଧିଷ୍ଟାତ୍ରୀ ଦେବୀ ମା ବିରଜାଙ୍କୁ ଦର୍ଶନ କଲେ ଭାରତର ପ୍ରଥମ ନାଗରିକ ତଥା ରାଷ୍ଟ୍ରପତି ଦୌପଦୀ ମୁର୍ମୁ ।
ଏହି ଅବସରରେ ମା ବିରଜାଙ୍କ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ମଧ୍ୟ କରିଛନ୍ତି ।




