Odisha News

ବକଟା ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ଶବଉଦ୍ଧାର

By Biswa Bhusan Mohapatra

ଦଶପଲ୍ଲା,୧୭/୧୨: ଦଶପଲ୍ଲା ବ୍ଳକ ଅନ୍ତର୍ଗତ ଘୋଳାହାଣ୍ଡି ନିକଟରେ ଥିବା ବକଟା ଜଙ୍ଗଲରୁ ଏକ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ କରିଛି ଦଶପଲ୍ଲା ପୋଲିସ। ସେହି ଅଜଣା ବ୍ୟକ୍ତିଙ୍କୁ ୪୦-୪୨ବର୍ଷ ବୟସ ହେବ ବୋଲି ଅନୁମାନ କରାଯାଉଛି। ଦଶପଲ୍ଲା ଥାନା ଅଧିକାରୀ ବସନ୍ତ କୁମାର ସାହୁଙ୍କ ନିର୍ଦ୍ଦେଶ କ୍ରମେ ଦଶପଲ୍ଲା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ କେଶ ନମ୍ବର ୨୫/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

Related Posts

Seo wordpress plugin by www.seowizard.org.