ବାରବାଟୀ କଟକ ବିଧାନସଭା ନିର୍ବାଚନୀ ମାମଲାର ଆସିଲା ରାୟ, ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

କଟକ, ୪/୩ : ବାରବାଟୀ-କଟକ ନିର୍ବାଚନୀ ଅନିୟମିତତା ମାମଲାରେ ମହମ୍ମଦ ମୋକିମଙ୍କ ନିର୍ବାଚନ ଅସିଦ୍ଧ ଘୋଷଣା କରିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ।
ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନଥିବାରୁ ଅସିଦ୍ଧ ଘୋଷାଣା କରାଯାଇଛି। ସୂଚନାଯୋଗ୍ୟ, ମୋକିମଙ୍କ ବିରୋଧରେ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ମାମଲା କରିଥିଲେ।