Odisha News

ମେମୁ ପାସେଞ୍ଜର ଟ୍ରେନରେ ନିଆଁ ଲାଗିଲା, ଅଳ୍ପକେ ବର୍ତ୍ତିଲେ ୭୦୦ ଯାତ୍ରୀ

ବାଲେଶ୍ୱର, ୨୦/୧୦: ଭଦ୍ରକ-ଖଡ଼ଗପୁର ମେମୁ ପାସେଞ୍ଜର ଟ୍ରେନରେ ପଛ ବଗିରେ ନିଆଁ ଲାଗିଥିବା ଜଣାପଡ଼ିଛି । ବହାନଗା ଷ୍ଟେସନରେ ଗାଡ଼ି ପହଁଚିବା ମାତ୍ରେ ନିଆଁ ଦେଖି ପାଇଲଟ ତୁରନ୍ତ ଏମର୍ଜେନ୍ସି ବ୍ରେକ ଦେଇଥିଲେ । ସଂଗେ ସଂଗେ ବହାନାଗା ଷ୍ଟେସନର କର୍ମଚାରୀ ନିଆଁ ଲିଭା ଗ୍ୟାସ ଦ୍ୱାରା ନିଆଁକୁ ଆୟତ୍ତ କରିଥିଲେ। ଏବେ ଷ୍ଟେସନରେ ଟ୍ରେନ ଛିଡ଼ା ହୋଇ ରହିଥିବା ଜଣାପଡ଼ିଛି ।

Related Posts

Seo wordpress plugin by www.seowizard.org.