Odisha News ଅଭିନେତା ବିଜୟ ମହାନ୍ତି ଙ୍କ ଦେହାନ୍ତ ଭୁବନେଶ୍ୱର,୨୦/୭: ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ସୋମବାର ରାଜଦଧାନୀର କେୟାର ହସ୍ପିଟାଲରେ ପ୍ରାଣ ହରାଇଛନ୍ତି । ନିକଟରେ ସେ ହାଇଦ୍ରାବାଦରୁ ଓଡିଶା ଆସିଥିଲେ । Tags: bijay mohanty Bollywood actor Post navigation Previous Previous post: ଭଲ ଖବର, ରାଜ୍ୟରେ ସୁସ୍ଥ ହେଲେ ୪୫୭ କରୋନା ସଂକ୍ରମିତNext Next post: Bijay Mohanty – The tall tree of Ollywood passes away Related Posts କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ଉଦଯାପିତ ରାଜ୍ୟରେ ପୁଣି ୫୨୭ଜଣ ଆକ୍ରାନ୍ତ ଚିହ୍ନଟ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪କୁ ବୃଦ୍ଧି ଯାଜପୁର : ଶଙ୍ଖ ଫୁଙ୍କିଲେ ବିଜେପିର ଟାଣୁଆ ନେତା