Odisha News

ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କଲେ ଦର୍ଶନ

କଟକ,୫/୫: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼।
ଆସନ୍ତାକାଲି କଟକ ଜୁଡିସିଆଲ ଏକାଡେମିରେ ହେବାକୁ ଥିବା ନ୍ୟାସନାଲ କନ୍ଫରେନସ ଅନ ଡିଜିଟାଇଜେସନ ପେପରଲେସ କୋର୍ଟ ସମ୍ମିଳନୀରେ ସେ ଯୋଗ ଦେବେ। ଏହି ସମ୍ମିଳନୀରେ ଦେଶର ବିଭିନ୍ନ ହାଇକୋର୍ଟର ବିଚାରପତିମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Related Posts

Seo wordpress plugin by www.seowizard.org.