Odisha News

କରୋନାରେ ଆକ୍ରାନ୍ତ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ

ଭୁବନେଶ୍ବର,୭/୧: ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଟୁଇଟ୍ କରି ନିଜେ ସୂଚନା ଦେଇଛନ୍ତି ମନ୍ତ୍ରୀ।
ସେ ଗତକାଲି ଲକ୍ଷଣବିହୀନ କରୋନା ସଂକ୍ରମିତ ହୋଇଛନ୍ତି। ସେ ହୋମ ଆଇସୋଲେସନରେ ଥିବାର ବି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ।
ତେବେ ଯେଉଁମାନେ ତାଙ୍କ ସହ ଗତ ୩ ଦିନ ଭିତରେ ମିଶିଛନ୍ତି, ସେମାନଙ୍କୁ କୋଭିଡ ଟେଷ୍ଟ କରାଇନେବାକୁ ଅନୁରୋଧ କରିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ।

Related Posts

Seo wordpress plugin by www.seowizard.org.