Odisha News

କର୍ମଚାରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା

ବୈାଦ୍ଧ,୨/୭:ବୌଦ୍ଧଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗର ଚତୁର୍ଥଶ୍ରେଣୀ କର୍ମଚାରୀ ଶିଶିର କୁମାର ବାଘଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା ଗୁରୁବାର ଦିନ ପ୍ରଦାନ କରାଯାଇଛି । ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଶ୍ରୀ ବାଘଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ । ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଶିଶିର କୁମାର ସାହୁ, ବରିଷ୍ଠ କିରାଣୀ ଲକ୍ଷ୍ମୀଧର ନାଏକ, ଅକ୍ଷୟ କୁମାର ମହାକୁଡ, ପ୍ରମୋଦ କୁମାର ସେଠୀ ପ୍ରମୁଖ ଉପସ୍ଥିତ ରହି ସମ୍ବର୍ଦ୍ଧିନା ଦେଇଥିଲେ ।

Related Posts

Seo wordpress plugin by www.seowizard.org.