ଗଞ୍ଜାମ ଓ ଯାଜପୁର ଜିଲ୍ଲାବାସୀଙ୍କୁ ଅନୁଗୁଳ ଆସିବା ମନା
ଅନୁଗୁଳ,୧୧/୭: ଗଞ୍ଜାମ ଓ ଯାଜପୁର ଜିଲ୍ଲାବାସୀଙ୍କୁ ଅନୁଗୁଳ ଆସିବା ମନା । ଯଦି ଏହି ୨ ଜିଲ୍ଲାରୁ କୌଣସି ବ୍ୟକ୍ତି ଜରୁରୀ କାମରେ ଅନୁଗୁଳ ଆସନ୍ତି, ତା’ହେଲେ ୧୪ ଦିନ ସରକାରୀ କ୍ୱାରେଣ୍ଟିନ୍ରେ ରହିବା ବାଧ୍ୟତାମୂଳକ ବୋଲି କୁହାଯାଇଛି।
। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି।