Odisha News

ଦରମା ବିଲ୍‌ରେ ଦସ୍ତଖତ କରିବାକୁ ନେଉଥିଲେ ଲାଞ୍ଚ, ଭିଜିଲାନ୍ସ ହାତରେ ଧରାପଡିଲେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ

ଆନନ୍ଦପୁର,୧୯/୭: ଜଣେ କର୍ମଚାରୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଜିଲା ସାଇଁକୁଳ ମେଡିକାଲ ଅଫିସର ଡା ରଂଜିତ କୁମାର ରାଉତ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ଅଧିକାରୀ ଡା ରଂଜିତଙ୍କଠାରୁ ୨୦ ହଜାର ଲାଞ୍ଚ ଟଙ୍କା ଜବତ କରିଛନ୍ତି।
ଏନେଇ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରି ଡାକ୍ତରଙ୍କୁ ଗିରଫ କରି ଅଧିକ ତଦନ୍ତ ଚଲାଇଛି। ଏପରିକି ଭିଜିଲାନ୍ସ ଟିମ୍ ଡାକ୍ତରଙ୍କ ଅଫିରରେ ମଧ୍ୟ ତଦନ୍ତ ଜାରି ରଖିଥିବା ଜଣାପଡିଛି।

Related Posts

Seo wordpress plugin by www.seowizard.org.