Odisha News

ନୟାଗଡ଼ : ବିଜେପି ପକ୍ଷରୁ ଅମୃତ ମହୋତ୍ସବ ପାଳନ

କିଶୋର ମହାପାତ୍ରଙ୍କ ରିପୋର୍ଟ
ନୟାଗଡ଼ , ୧୫/୮: ଆଜାଦିକା ଅମୃତ ମହୋତ୍ସବ ଅବସରରେ ନୟାଗଡ଼ ଜିଲ୍ଲା ବାଲୁଗାଁ ବିଜେପି ପକ୍ଷରୁ ବାଲୁଗାଁ ପଞ୍ଚାୟତରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଓ ଏହି ଅବସରରେ ଭାରତର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ହରଘର ତ୍ରିରଙ୍ଗା ଅଭିଯାନ ନେଇ ବିଶାଳ ବାଇକ ଶୋଭାଯାତ୍ରା ମାଧ୍ୟମରେ ଜନସଚେତନତା ସୃଷ୍ଟି କରାଯାଇଥିଲା ।
ବାଲୁଗାଁ ବିଜେପି ନେତା ସଞ୍ଜୟ କୁମାର ନାୟକ ଓ ଅଜୟ କୁମାର ନାୟକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ବିଶାଳ ବାଇକ ଶୋଭାଯାତ୍ରାରେ ଜିଲ୍ଲା ବିଜେପି ସଭାପତି ଲାଲାମନୋଜ ରାୟ,ବିଜେପି ନେତା ସନ୍ତୋଷ କୁମାର ପ୍ରଧାନଙ୍କ ସମେତ ଶତାଧିକ ବଜେପି କାର୍ଯ୍ୟକର୍ତା ଯୋଗଦେଇଥିଲେ ।

Related Posts

Seo wordpress plugin by www.seowizard.org.