ପୁଲିସ ଏସ୍ଆଇ ମାନଙ୍କ ପାଇଁ ଖୁସି ଖବର, କୋହଳ ହେଲା ନିୟମ

ଭୁବନେଶ୍ୱର,୧୩/୧୧: ଆସିଲା ଏସ୍ଆଇଙ୍କ ପାଇଁ ଖୁସି ଖବର। ଏଣିକି ୭ ବର୍ଷ ପରେ ଜଣେ ଏସଆଇ ହୋଇପାରିବେ ଇନ୍ସପେକ୍ଟର। ପଦୋନ୍ନତିକୁ ୧୦ ବର୍ଷ ସ୍ଥାନରେ ୭ ବର୍ଷକୁ ରାଜ୍ୟ ସରକାର କମାଇ ଦେଇଛନ୍ତି। ପୂର୍ବରୁ ୧୦ ବର୍ଷ ପରେ ଜଣେ ଏସଆଇ ଇନ୍ସପେକ୍ଟର ହେଉଥିଲେ। ତେବେ ବର୍ତ୍ତମାନ ୭ ବର୍ଷ ପରେ ପଦୋନ୍ନତି ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।