Odisha News

ପୋଲିସ ବାବୁଙ୍କ ଲୋଭ ପ୍ରବଳ, ୪୦ ହଜାର ଟଙ୍କା ନେବା ବେଳେ ମାଡିବସିଲା ଭିଜିଲାନ୍ସ

ଭୁବନେଶ୍ୱର,୪/୧: ଭିଜିଲାନ୍ସ ଜାଲରେ କଟକ CRRI ଥାନା ଅଧିକାରୀ। ୪୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍‌। ଭୁବନେଶ୍ୱର ରାଜମହଲ ଛକରୁ ବିଜୟ ବାରିକଙ୍କୁ ଗିରଫ କଲା ଭିଜିଲାନ୍ସ। ଜଣେ ଲାଇସେନ୍ସପ୍ରାପ୍ତ ମଦ ଦୋକାନୀଠାରୁ ଲାଞ୍ଚ ନେବା ବେଳେ ଗିରଫ କରାଯାଇଛି।

Related Posts