Odisha News

ପ୍ରେତାତ୍ମା କଥାକୁ ବିଶ୍ୱାସ କରି ଗୁଣି ଗାରେଡ଼ି ସନ୍ଦେହରେ ୪ ଜଣଙ୍କୁ ନିର୍ଧୂମ ଛେଚିଲେ

ସାନଖେମୁଣ୍ଡି,୨୭/୧୦: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ମଧୁରଝୋଳି ଗାଁରେ ଗୁଣିଆ ସନ୍ଦେହରେ ଦୁଇଜଣଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି ଗ୍ରାମବାସୀ । ଦୁଇ ଜଣ ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ଘଟଣାକୁ ନେଇ ଗାଁରେ ଅଶାନ୍ତ ଲାଗି ରହିଛି ।
ଅନ୍ୟପଟେ କବିସୂର୍ଯ୍ୟନଗର ପୋଲିସ ପୋଲସରା ପୁରୁଷୋତ୍ତମପୁର ଥାନାର ବରିଷ୍ଠ ଅଧିକାରୀଙ୍କ ସହ ୪ ପ୍ଲାଟୁନ ପୋଲିସ ଫୋର୍ସ ଧରି ଅଚାନକ ରାତି ଅଧରେ ଗାଁରେ ଚଢାଉ କରିବା ସହ ୯ ଜଣକୁ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି ।

Related Posts

Seo wordpress plugin by www.seowizard.org.