Odisha News

ଭିଜିଲାନ୍ସ ଜାଲରେ ଖଣ୍ଡପଡ଼ା ତହସିଲଦାର, ବାଲି ଗାଡି ଛାଡିବା ପାଇଁ ନେଉଥିଲେ ଲାଞ୍ଚ

ଭୁବନେଶ୍ୱର,୩/୭: ଖଣ୍ଡପଡ଼ା ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବିଳମ୍ବିତ ରାତିରେ ତହସିଲଦାର ଧୋବେଇ ନାୟକଙ୍କ ଘରେ ରେଡ ହୋଇଥିବା ସୂଚନା ମିଳିଛି। ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ତହସିଲ କର୍ମଚାରୀ ଧରାପଡ଼ିଛନ୍ତି। ନୟାଗଡ଼ ଭାପୁର ଓ ଭୁବନେଶ୍ବର ସ୍ଥିତ ବାସଭବନରେ ରେଡ ଚାଲିଛି।

Related Posts

Seo wordpress plugin by www.seowizard.org.