Odisha News

ସାମାନ୍ୟ ଲକ୍ଷଣ ଥିବା କରୋନା ରୋଗୀଙ୍କୁ ‘ହୋମ୍ ଆଇସୋଲେସନ୍’ ଅନୁମତି ଦେବେ ରାଜ୍ୟ ସରକାର

ଭୁବନେଶ୍ୱର: ଦିନକୁ ଦିନ କରୋନା ସ୍ଥିତି ଗମ୍ଭୀର ହେବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ଦେଖି ଏହାର ମୁକାବିଲା ପାଇଁ ଏବେ ଓଡ଼ିଶା ସରକାର ଏକ ନୂଆ କୋଭିଡ ପରିଚାଳନା ରଣନୀତି ଆରମ୍ଭ କରିବାକୁ ଯାଉଛନ୍ତି ଯେଉଁ କରୋନା ଆକ୍ରାନ୍ତଙ୍କ ଶରୀରରେ ସାମାନ୍ୟ ଲକ୍ଷଣ ଥିବ ଅଥବା ଲକ୍ଷଣ ପ୍ରକାଶ ପାଉ ନଥିବ ସେମାନେ ଏବେ ନିଜ ଘରେ ସମସ୍ତ ନିୟମ ମାନି ଆଇସୋଲେସନରେ ରହି ପାରିବେ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଆଜି ଏକ ସ୍ବତନ୍ତ୍ର ସାମ୍ବାଦିକ ସମ୍ମିଳନୀରେ ଏହା ପ୍ରକାଶ କରିଛନ୍ତି ।

Related Posts

Seo wordpress plugin by www.seowizard.org.