Odisha News

ସୋସିଆଲ ମିଡିଆ ପ୍ଲାଟଫର୍ମ ଏବଂ ସାଇବର ନିୟମ ଉପରେ ସଚେତନତା କାର୍ଯ୍ୟକ୍ରମ

ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟ
ବଲାଙ୍ଗୀର, ୬/୯ : ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ ଅନୁସାରେ ଅଦ୍ୟ ତା.୦୫.୦୯.୨୦୨୪ ରିଖ ବଲାଙ୍ଗୀର ବ୍ଲକ ଅନ୍ତର୍ଗତ କୁଡାସିଂହା ବୁଢାଡଙ୍ଗର କଲେଜ ପରିସରରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏବଂ ସାଇବର ନିୟମ ଉପରେ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଅଛି ।
ଉକ୍ତ ଶିବିରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବଲାଙ୍ଗୀର ସଚିବ ଶ୍ରୀଯୁକ୍ତ ପବିତ୍ରାନନ୍ଦ ପ୍ରଧାନ, କୁଡାସିଂହା ବୁଢାଡଙ୍ଗର କଲେଜର ଅଧ୍ୟକ୍ଷ ଶ୍ରୀଯୁକ୍ତ ଛବିଳ ବାଗ, IIC, CC & EO PS ବଲାଙ୍ଗୀର, ଭାରତୀ ନାୟକ ଯୋଗ ଦେଇ ଉପସ୍ଥିତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀ ମାନଙ୍କୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଏବଂ ସାଇବର ନିୟମ ଉପରେ ସଚେତନ କରାଇଥିଲେ ।

Related Posts

Seo wordpress plugin by www.seowizard.org.