Odisha News

୪୦.୮ଡିଗ୍ରି ତାପମାତ୍ରାରେ ସିଝୁଛି ରାଜଧାନୀ

ଭୁବନେଶ୍ବର,୨୨/୪: ସୁର୍ଯ୍ୟଙ୍କ କେପରେ ଜଳୁଛି ସାରା ଓଡ଼ିଶା । ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ଦିନ ୪୦ଡିଗ୍ରି ଉପରେ ରହିଛି ତାପମାତ୍ରା । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁସାରେ ଭୁବନେଶ୍ୱରରେ ଆଜିର ତାପମାତ୍ରା ୪୦.୮ ଡିଗ୍ରି ରେକର୍ଡ ହୋଇଛି। ସୂଚନାଯୋଗ୍ୟ ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ଭୁବନେଶ୍ୱର ତାପମାତ୍ରା ୪୦ ଡିଗ୍ରି ରେକର୍ଡ କରାଯାଇଛି। ଏହା ପୂର୍ବରୁ ଭୁବନେଶ୍ବରରେ ଗତ ୧୮ ତାରିଖରେ ୪୦.୨ ଡିଗ୍ରି ରେକର୍ଡ କରାଯାଇଥିଲା।

Related Posts

Seo wordpress plugin by www.seowizard.org.