Odisha News

କର୍ମଜୀବୀ ମହିଳାଙ୍କ ପାଇଁ ଉପ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ମିଳିବ ଛୁଟି

କଟକ, ୧୫/୮ : ଋତୁସ୍ରାବ ପାଇଁ ଦିନେ ଛୁଟି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କଟକଠାରେ ସ୍ବାଧୀନତା ଦିବସ ପାଳନ ଅବସରରେ କର୍ମଜୀବୀ ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କରିଛନ୍ତି ଏହି ବଡ଼ ଘୋଷଣା। ଏଣିତି ଋତୁସ୍ରାବ ପାଇଁ ଉଭୟ ସରକାରୀ ଓ ଘରୋଇ ସଂସ୍ଥାରେ କାର୍ଯ୍ୟ କରୁଥିବା ମହିଳାଙ୍କୁ ମିଳିବ ଦିନେ ଛୁଟି ।

Related Posts

Seo wordpress plugin by www.seowizard.org.