Odisha News

ଭୁବନେଶ୍ୱରରୁ ଆଜି ୧୧୧ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ୨୫।୭: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀରେ ୧୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୬୨ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୪୯ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ।
ଆହୁରି ମଧ୍ୟ ୨୯ଜଣ ଆରୋଗ୍ୟ ଲାଭ କରିଥିବା ସୂଚନା ମିଳିଛି । ଏହାସହ ରାଜଧାନୀରେ ମୋଟ୍ କରୋନା ପଜିଟିଭ୍ ସଂଖ୍ୟା ୧୮୨୮ରେ ପହଁଚିଛି ।
ଏହାସହ ରାଜଧାନୀରେ ମୋଟ୍ କରୋନା ପଜିଟିଭ୍ ସଂଖ୍ୟା ୧୮୨୮ରେ ପହଁଚିଛି ।

Related Posts

Seo wordpress plugin by www.seowizard.org.