Odisha News

ଭୁବନେଶ୍ୱର ମହାନଗର ନିଗମ ପାଇଁ ସୁନୀତି ମୁଣ୍ଡଙ୍କୁ ମେୟର ପ୍ରାର୍ଥୀ କଲା ବିଜେପି

ଭୁବନେଶ୍ବର ୫/୩: ମହାନଗର ନିଗମ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା ଜାରି ରହିଛି । ପୂର୍ବରୁ କଂଗ୍ରେସ ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଏବେ ଭାରତୀୟ ଜନତା ପାର୍ଟି ମଧ୍ୟ ପ୍ରାର୍ଥୀ ଘୋଷଣା କରିଛି ।
ଭୁବନେଶ୍ବର ମହାନଗର ନିଗମ ନିର୍ବାଚନ ପାଇଁ ଡକ୍ଟର ସୁନୀତି ମୁଣ୍ଡ୍ଙ୍କୁ ପ୍ରାର୍ଥୀ କରିଛି ବିଜେପି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରେସ୍ ମିଟ୍ କରି ଘୋଷଣା କରିଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ।

Related Posts

Seo wordpress plugin by www.seowizard.org.