Home Articles posted by odadmin (Page 1010)
Odisha News
ସମ୍ବଲପୁର, ୧୩/୧: ସମ୍ବଲପୁର ଗସ୍ତରେ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍। ଆଜି ସକାଳ ୭ଟାରେ ସେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସମଲେଇ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା ବୈଠକ କରିଥିଲେ।ଏହି ସମୀକ୍ଷା ବୈଠକରେ ଆରଡିସି, ଜିଲ୍ଲାପାଳ ଓ ମହାନଗର ନିଗର କମିଶନର ପ୍ରମୁଖ ଉପସ୍ଥିତ ଥିଲେ। ଏହାପରେ ମା’ ସମଲେଶ୍ୱରୀଙ୍କ ମନ୍ଦିରକୁ ଯାଇଥିଲେ ୫ଟି ଅଧ୍ୟକ୍ଷ। ମା’ଙ୍କୁ ଦର୍ଶନ କରିବା ସହ ସମଲେଇ ପ୍ରକଳ୍ପ ବୁଲି ଦେଖି ଅଗ୍ରଗତି କାର‌୍ୟ୍ୟର ସମୀକ୍ଷା Continue Reading
CBI arrests,Stock Exchange CEO ,Chitra Ramkrishna,N
NEW DELHI,JAN 13: A consensus emerged on the name of Congress president Mallikarjun Kharge for appointment as the chairperson of the opposition bloc INDIA on Saturday, sources said. Leaders of the bloc met virtually and discussed various aspects of the alliance and the preparations for the Lok Sabha elections, due in April-May. Sources said leaders […]Continue Reading
Odisha News
ବଲାଙ୍ଗିର, ୧୩/୧ : ଦୁଇ ଦିନ ହେଲା ନିଖୋଜ ଥିଲେ ବୃଦ୍ଧ। ଆଜି ସକାଳେ ପୋଖରୀରେ ଭାସୁଛି ମୃତଦେହ। ହତ୍ୟା ପରେ ତାଙ୍କୁ କେହି ପୋଖରୀ ଭିତରେ ଫିଙ୍ଗି ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ପୁଇଁତଲା ଥାନା ଅନ୍ତର୍ଗତ ଛତାପୀପଳ ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ କାଲୁ ଦୀପ।ଗୁରୁବାର ସନ୍ଧ୍ୟାରେ କାଲୁ ଗାଁର କିଛି ଲୋକଙ୍କ ସହ ପୋଖରୀ ହୋଡ଼ାରେ ଜୁଆ ଖେଳୁଥିଲେ। ତା’ ପରଠୁ ସେ ନିଖୋଜ […]Continue Reading
Odisha News
ପୁରୀ, ୧୩/୧: ଶ୍ରୀନଅରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ବାରା ବ୍ରାହ୍ମଣବରଣ ସହ ଆଜିଠାରୁ ଆରମ୍ଭ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବର ଆଦ୍ୟପର୍ବ।ଗୁଆଟେକା ସହ ସମ୍ପନ୍ନ ହୋଇଛି ମହାଯଜ୍ଞର ଆଦ୍ୟପର୍ବ ଅଙ୍କୁରରୋପଣ। ବରଣ ହୋଇଥିବା ବ୍ରାହ୍ମଣମାନେ ଶ୍ରୀମନ୍ଦିର ଐଶାନ୍ୟ କୋଣରେ ନିର୍ମିତ ଯଜ୍ଞସ୍ଥଳ ନିକଟ ସ୍ବତନ୍ତ୍ର କୁଡ଼ିଆରେ ଅଙ୍କୁରରୋପଣ ନୀତି ସମ୍ପନ୍ନ କରିଛନ୍ତି। ଶନିବାର ଆରମ୍ଭ ହେବ ଅଙ୍କୁରପୂଜନ ସହ ଅନ୍ୟାନ୍ୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୧: ଗଜପତି ଜିଲ୍ଲା ଆର: ଉଦୟଗିରି ବ୍ଲକ ଅନ୍ତର୍ଗତ ବାମନିପଡା ଗ୍ରାମସ୍ଥିତ କୋଠାଗୃହ ଠାରେ ସ୍ଵୟଂ ସହାୟକ ଗୋଷ୍ଠୀର ସଭ୍ୟା ମାନଙ୍କୁ ତଥା ଚାଷୀ ମାନଙ୍କୁ ଖରୁରୀଗୁଡ ପ୍ରକ୍ରିୟାକରଣ , ନେତୃତ୍ଵର ବିକାଶ , ଆର୍ଥିକ ସ୍ଥାୟୀର ପରିବର୍ତ୍ତନ୍ , ଆର୍ଥିକ ସାକ୍ଷରତା ଓ ବଜାର ବ୍ୟବସ୍ତା ସମ୍ପର୍କିତ ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ।ଏହି ତାଲିମ ଶିବିରର ଉଦଘାଟନ କାର୍ଯ୍ୟକ୍ରମରେ ଆର:କେ:ଏସ:ଏସ. Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୨/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନା ଆନୁକୁଲ୍ୟରେ ବିବେକାନନ୍ଦ ଙ୍କ ଜୟନ୍ତୀ ଅବସରରେ ବିଶ୍ୱ ଯୁବ ଦିବସ ପାଳିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ଭାରତୀୟ ଷ୍ଟେଟ ବ୍ୟାଙ୍କର ମୁଖ୍ୟ ପ୍ରବନ୍ଧକ ସୁଶାନ୍ତ ମୁଣ୍ଡ, ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ଯୁବ ରେଡକ୍ରସ୍ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୧: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ୍ ଅନ୍ତର୍ଗତ ପଦ୍ମପୁର ସ୍ଥିତ ବିନୋଦିନୀ କନିଷ୍ଠ ବିଜ୍ଞାନ ମହାବିଦ୍ୟାଳୟ ଓ ନେହେରୁ ଯୁବ କେନ୍ଦ୍ର ମିଳିତ ପକ୍ଷରୁ ଆଜି ଜାତୀୟ ଯୁବ ଦିବସ ପାଳନ ଅବସରରେ ବିଭିନ୍ନ ସଚେତନତା ମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ପ୍ରଥମେ ସଡ଼କ ସୁରକ୍ଷା ଉପରେ ମହାବିଦ୍ୟାଳୟ ପରିସରରୁ ଏକ ସଚେତନତା ଶୋଭାଯାତ୍ରା ପ୍ଲାକାର୍ଡ ଧରି ସ୍ଲୋଗାନ ଦେଇ ପରିକ୍ରମା କରିଥିଲା ।ପରେ ରାଣୀପେଣ୍ଠ Continue Reading