Home Articles posted by odadmin (Page 1011)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୧: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ର ଗଙ୍ଗାବାଡ ଗ୍ରାମ ଠାରେ ଓଡିଶା ସରକାରଙ୍କ ଜଙ୍ଗଲ , ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସହାୟତାରେ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ବନଖଣ୍ଡ ଅନ୍ତର୍ଗତ ମହେନ୍ଦ୍ର ବାନାଞ୍ଚଳ ପକ୍ଷରୁ \” ଜଙ୍ଗଲ ନିଆଁ ନିରାକରଣ ସମ୍ପର୍କିତ ଏକ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।।ଏହି ଅବସରରେ ଆୟୋଜିତ ଏକ ସଚେତନତା ସଭା କାର୍ଯ୍ୟକ୍ରମରେ ମହେନ୍ଦ୍ର ବନାଞ୍ଚଳ Continue Reading
National News
Mumbai, Jan 12 :  One of the most anticipated infrastructure projects in Mumbai, the trans harbour link to Navi Mumbai, was inaugurated today, cutting the travel time between the Island city and the mainland to 20 minutes from 90 minutes. The 21.8-km sea bridge, India’s longest, was inaugurated by Prime Minister Narendra Modi and connects […]Continue Reading
Odisha News
ଭୁବନେଶ୍ୱର,୧୨/୧: ଭିଜିଲାନ୍ସ ଜାଲରେ କୁବେର ଟ୍ରାଫିକ ଇନ୍ସପେକ୍ଟର । ତାଳଚେରର ଟ୍ରାଫିକ ଇନ୍ସପେକ୍ଟର ଜିତେନ୍ଦ୍ର କୁମାର ବେହେରାଙ୍କ ଗାଡିରୁ ୧୧ ଲକ୍ଷ ୧୫ ହଜାର ୪୭୦ ଟଙ୍କା ଜବତ କରିଛି ଭିଜିଲାନ୍ସ ବିଭାଗ । କାରରେ ତାଳଚେରରୁ ଅସ୍ତରଙ୍ଗ ଯିବା ବେଳେ ବାଲିଅନ୍ତା ତ୍ରିନାଥ ବଜାର ନିକଟରେ ଟ୍ରାଫିକ ଇନ୍ସପେକ୍ଟରଙ୍କୁ ଅଟକାଇଥିଲେ ଭିଜିଲାନ୍ସ ଅଧିକାରୀ ।ଆଉ ତାଙ୍କ ଗାଡିରୁ ମିଳିଥିବା ନଗଦ ୧୧ ଲକ୍ଷରୁ ଅଧିକ ଟଙ୍କା କେଉଁଠୁ ଆଣିଲେ, ଟଙ୍କା କାହାର, ଟଙ୍କା ନେଇ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୧: ଗଜପତି ଜିଲ୍ଲା କାଶୀନଗର ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ସମ୍ମିଳନୀ କକ୍ଷ ଠାରେ ଆଜି ବ୍ଲକସ୍ତରୀୟ ଫାଇଲେରିଆ(ବାତଜ୍ୱର) ରୋଗର ପରିଚାଳନା ଏବଂ ଶାରିରୀକ ଅସାମର୍ଥ୍ୟର ନିରାକରଣ ସମ୍ପର୍କିତ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠିତ ସଚେତନତା ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ କାଶୀନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଶ୍ରୀମତୀ Continue Reading
Odisha News
ବାରିପଦା, ୧୨/୧: ଶୋକାକୂଳ ପରିବେଶରେ ସରିଛି ସିମୁଳିଆ ବିଡ଼ିଓଙ୍କ ଶେଷକୃତ୍ୟ । ପରିବାର ଓ ପ୍ରିୟଜନଙ୍କ ଉପସ୍ଥିତିରେ ଗାଁ ମଶାଣିରେ ବିଡିଓ ବିଶ୍ୱରଂଜନ ମହାନ୍ତିଙ୍କ ସଂସ୍କାର ହୋଇଛି । ତେବେ ବିଡିଓଙ୍କ ଶେଷକୃତ୍ୟ ପରେ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ମୃତ ବିଡିଓଙ୍କ ପତ୍ନୀ ନିବେଦିତା ରାଉତ ।କହିଛନ୍ତି, ତାଙ୍କ ସ୍ୱାମୀ ବିଡିଓ ଥିଲେ, କିନ୍ତୁ ତାଙ୍କ ଅନ୍ତିମ ସଂସ୍କାରରେ କୌଣସି ପ୍ରଶାସନିକ ଅଧିକାରୀ ସାମିଲ ହେଲେ ନାହିଁ । ଆଉ ଏହି ବୟାନ ପରେ ବିଡ଼ିଓଙ୍କ Continue Reading
Odisha News
ଅଯୋଧ୍ୟା, ୧୨/୧: ଅଯୋଧ୍ୟାରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଯୋଗଦେବା ପୂର୍ବରୁ ଦେଶବାସୀଙ୍କୁ ବିଶେଷ ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗ ଦେବାର ପୂଣ୍ୟ ଅବସର ମିଳିଥିବାରୁ ପ୍ରଭୁଙ୍କୁ କୃତଜ୍ଞତା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ । ଏଥିସହ ଆଜିଠୁ ୧୧ ଦିନ ଲାଗି ଏକ ବିଶେଷ ଅନୁଷ୍ଠାନ ଆରମ୍ଭ କରୁଥିବା ଘୋଷଣା କରିଛନ୍ତି।ରାମ- ରାମ ଉଚ୍ଚାରଣରୁ ସୋଶାଲ ମିଡିଆ ଆକାଉଣ୍ଟ ‘ଢ’ ରେ ଅଡିଓ ପୋଷ୍ଟ କରି ମୋଦି କହିଛନ୍ତି, Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୧/୧: କନ୍ଧମାଳ ଜିଲ୍ଲାର ପୋଲିସ୍ ଏସ୍ଆଇ ଏବଂ ଏଏସ୍ଆଇ ଅଦଳ ବଦଳ ହୋଇଥିବା ଜଣାପଡିଛି । କନ୍ଧମାଳ ପୋଲିସ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର ଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଛି କମିଟିରେ ଅହି ବଦଳି ଆଦେଶ ବାହାରିଥିବା ଜଣାପଡିଛି ।ମାନ୍ୟବର ନିର୍ବାଚନ ଆୟୋଗର ନିର୍ଦ୍ଦେଶନାମାକୁ ପାଳନ କରି ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶା ଙ୍କ ନିର୍ଦେଶ ରେ ଏହି ବଦଳି କରାଯାଇଥିବା ଜଣାପଡିଛି । ୧୯ ଜଣ ଏସଆଇ ଓ ୧୨ ଜଣ […]Continue Reading