Home Articles posted by odadmin (Page 102)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୫/୬ : ସପ୍ତଶଯ୍ୟା ମହୋତ୍ସବ ଓଡ଼ିଶାର ଏକ ପ୍ରସିଦ୍ଧ ଧାର୍ମିକ ଓ ସାଂସ୍କୃତିକ ଉତ୍ସବ। ଏହା ଢେଙ୍କାନାଳ ଜିଲ୍ଲାର ଐତିହାସିକ ଓ ପବିତ୍ର ସପ୍ତଶଯ୍ୟା ପୀଠରେ ପାଳିତ ହୋଇଥାଏ ।ଏହି ମହୋତ୍ସବ କୁ ଦିବ୍ୟାଂସୀ ଡ୍ୟାନ୍ସ ଏକାଡେମୀ ତରଫରୁ ଭୁବନେଶ୍ୱର ସ୍ଥିତ ରବିନ୍ଦ୍ର ମଣ୍ଡପରେ ବହୁ ଆଡମ୍ବର ସହ ପାଳନ କରାଯାଇଥିଲା ।ଓଡ଼ିଶୀ, ଲୋକନୃତ୍ୟ,ସାଂସ୍କୃତିକ ଐଶ୍ୱର୍ଯ୍ୟକୁ ଏକାଠି ପ୍ରଦର୍ଶନ କରୁଥିବା ଏକ ଅନନ୍ୟ ଉତ୍ସବ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୧୫/୬ : ସକାଳର ସୂର୍ଯ୍ୟ ଉଦୟ ସହିତ ଆରମ୍ଭ ହୁଏ ସଂଘର୍ଷର ଆଉ ଏକ ନୂଆ ଦିନ। ମୁଣ୍ଡ ଉପରେ ପକ୍କା ଛାତ ନାହିଁ, ରାତିରେ ଝଡ଼ବର୍ଷାର ଭୟ, ଦିନରେ ଖରାର ତାତି, ତଥାପି ଜୀବନ ଜିଇଁବାର ଆଶାକୁ ହାରି ନାହାନ୍ତି ଖୋରଧା ଜିଲ୍ଲା ବେଗୁନିଆ ବ୍ଲକ ପୋଡ଼ାଡିହ ଗ୍ରାମର ରୂପାଲୀ ନାୟକ। ତିନି ଜଣ କୋମଳମତି ଶିଶୁ ଏବଂ ରୋଗାକ୍ରାନ୍ତ ସ୍ୱାମୀଙ୍କୁ ନେଇ ଏକ ଜରିପାଲ ତଳେ ତାଙ୍କ ଜୀବନ ସଂଘର୍ଷ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୬ : ରବିବାର ଅପରାନ୍ହ ୨ ଘଣ୍ଟା ସମୟରେ ଜାତୀୟ ରାଜପଥ ନଂ ୫୭ ର ବୌଦ୍ଧ ଥାନା ଗୋବିନ୍ଦପୁର ଗ୍ରାମ ରାସ୍ତାରୁ ଗୋଟିଏ ଡଷ୍ଟର ଗାଡି ସହ ୧୭୫ କେଜି ଗଞ୍ଜେଇ ଜବତ କରିଛି ବୌଦ୍ଧ ଆଦର୍ଶ ଥାନା ପୋଲିସ ।ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଆରକ୍ଷୀ ଅଧୀକ୍ଷକ କୁଲଦୀପ୍ ମୀନାଙ୍କ ନିର୍ଦ୍ଦେଶ କ୍ରମେ ବୌଦ୍ଧ ଆଦର୍ଶ ଥାନା ଆଇ ଆଇ ସି ନଳିନୀ କାନ୍ତ ଦାସଙ୍କ ନେତୃତ୍ବରେ ଏକ […]Continue Reading
Top Stories
By Rupali Mohapatra Bhubaneswar: The Core 4 Champions Cup Under-16 Football Tournament, organized by the young members of The Core Four—Ayam Gharai, Adhrit Parashar Panda, Rikhil Palo, and Alan Frederic—concluded successfully in Bhubaneswar with enthusiastic participation from 10 teams. The tournament was organized as a fundraising initiative, combining the spirit of Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୧୫/୬ : ରବିବାର ପୂର୍ବାହ୍ନରେ ଖୋରଧା ଜିଲ୍ଲା ଚିଲିକା ସ୍ଥିତ ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଓଡ଼ିଶାର ଗଣପର୍ବ ରଜ ଉତ୍ସବ ବହୁ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି। ପାନ୍ଥନିବାସ ପ୍ରବନ୍ଧକ ସବ୍ୟସାଚୀ କରଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ ଅତିଥି ଭାବେ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ସ୍ଥାନୀୟ ଜିଲ୍ଲା ପରିଷଦ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୫/୬ : ବିଶ୍ବ ରକ୍ତଦାତା ଦିବସ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ବାଲିଗୁଡ଼ାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ “ବିପଦର ବନ୍ଧୁ” ର ସମସ୍ତ ସଦସ୍ୟ,ସଦସ୍ୟା ପୂର୍ଣ୍ଣ ସହଯୋଗ କରିବା ସହ ସ୍ବେଛାକୃତ ରକ୍ତଦାନ କରିଥିଲେ ।ସ୍ଥାନୀୟ ବିଏସ୍ଏଫ ଜବାନ, ଉପଖଣ୍ଡ ଚିକିତ୍ସାଳୟରେ କାର‌୍ୟ୍ୟରତ ଡାକ୍ତର, Continue Reading
Top Stories
By Prasanna Kumar Paikaray Khordha,June 15 :  In a powerful display of compassion, social responsibility, and the enduring spirit of humanity, World Blood Donor Day was observed with great enthusiasm and reverence in khordha on Sunday.The event, organized by the district health department, brought together voluntary blood donors, healthcare professionals, social Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ ,୧୫/୬: ରବିବାର ସମଗ୍ର ବିଶ୍ଵରେ ବିଶ୍ଵ ରକ୍ତଦାତା ଦିବସ ପାଳନ ଅବସରରେ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତାଲିମ କେନ୍ଦ୍ରରେ ଏହା ଅନୁଷ୍ଠିତ ହୋଇଥିଲା ।ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ମହେନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ ରକ୍ତ କେନ୍ଦ୍ର ଅଧିକାରୀ ଡାକ୍ତର ହେମ୍ବ୍ରମ ରକ୍ତ କେନ୍ଦ୍ରର ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ ।ସମ୍ମାନୀତ ଅତିଥି ଭାବେ ଏଡିଏମଓ ଡଃ କିଶୋର ପଟ୍ଟନାୟକ, ଭେଷଜ Continue Reading
Odisha News
ଭୁବନେଶ୍ୱର,୧୪/୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି।ସେ କହିଛନ୍ତି, ରାଜ୍ୟ ସରକାର ସେ ବାବଦରେ ସବିଶେଷ ତଥ୍ୟ ମାଗିଛନ୍ତି। ସ୍ଥାନୀୟ ଏସ୍‌ପି ଓ ପ୍ରଶାସନ ରିପୋର୍ଟ ଦେବା ପରେ ସତ୍ୟତା ଜଣାପଡ଼ିବ। କୌଣସି ଘଟଣା ଘଟିଲେ ବିରୋଧୀ ରାଜନୈତିକ ରଙ୍ଗ ଦେବା ସ୍ବାଭାବିକ। ରିପୋର୍ଟ ଆସିଲେ ଯିଏ Continue Reading