Home Articles posted by odadmin (Page 1024)
Odisha News
ସସ୍ମିତା ସାଇଙ୍କ ରିପୋର୍ଟସମ୍ବଲପୁର, ଓଡିଶା,୨/୧: ୨୦୪୭ ସୁଦ୍ଧା’ବିକାଶ ଭାରତ’ ନିର୍ମାଣରେ ଯୁବ କ୍ଟ୍ରସୟଷସର ସାମର୍ଥ୍ୟକୁ ବିକଶିତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ଦକ୍ଷତା ବିକାଶ ଏବଂ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କୌଶଳ ଯୋଗାଇବା ପାଇଁ ଏକ ମୋବାଇଲ୍ ବସ୍ ” କୌଶଳ ରଥ” ଶୁଭାରମ୍ଭ କରିଛନ୍ତି ।ଏନଏସଡିସି ଦ୍ୱାରା ପରିଚାଳିତ ଏହି ପରିବର୍ତ୍ତନଶୀଳ ପଦକ୍ଷେପ, ଅଭିବୃଦ୍ଧି ଏବଂ ନୂତନତ୍ୱକୁ ବୃଦ୍ଧି କରିବା ପାଇଁ Continue Reading
National News
NANAO, Japan,JAN 2:  A series of powerful earthquakes hit western Japan, leaving at least 13 people dead and damaging buildings, vehicles and boats, with officials warning people in some areas on Tuesday to stay away from their homes because of a risk of more strong quakes. Aftershocks continued to shake Ishikawa prefecture and nearby areas […]Continue Reading
Odisha News
ନିଶ୍ଚିନ୍ତକୋଇଲି, ୨/୧: କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା କଳା ପୋଲ ନିକଟରେ ଘରୋଇ ବସ୍ ସହିତ ଟ୍ରକର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪୦ ଆହତ ଓ ୨୦ ଗୁରୁତର ଥିବା ଜଣାଯାଇଛି। ଏବେ ବି ଉଦ୍ଧାର କାମ ଜାରି ରହିଛି।ଘଟଣାରୁ ପ୍ରକାଶ ଯେ ସକାଳ ସାଢ଼େ ୭ଟାରେ ମନୋରମା ବସ ଚାନ୍ଦବାଲିରୁ କଟକ ଯାଉଥିବା ବେଳେ ସାମ୍ନା ପଟୁ ଆସୁଥିବା ଏକ ୧୦ ଚକିଆ ଟ୍ରକକୁ ମୁହାଁମୁହିଁ ପିଟିଥିଲା। ଏହାଫଳରେ ଦୁଇଜଣଙ୍କର […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ-ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନଙ୍କ ସମେତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ. କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର Continue Reading
National News
CHANDIGARH,JAN 1: The Ministry of Home Affairs (MHA) has designated Satwinder Singh alias Satinderjit Singh alias Goldy Brar, the Canada-based gangster and mastermind behind the killing of Punjabi singer Sidhu Moosewala, as a terrorist under the Unlawful Activities (Prevention) Act, 1967. Earlier, the Canadian government had named Brar among the 25 most wanted criminals of Continue Reading
Odisha News
ଭୁବନେଶ୍ବର,୧/୧: ପରିବହନ କ୍ଷେତ୍ରରେ ଆରମ୍ଭ ହେବ ନୂଆ ଯୁଗ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଲ୍ର ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।ଏହି ଅବସରରେ ବାରଙ୍ଗ ରତାଗଡଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ଦିନଟି ରାଜ୍ୟର ବିକାଶ ଇତିହାସରେ ଏକ ସ୍ୱତନ୍ତ୍ର ଦିବସ ହୋଇ ରହିବ। ପରିବହନ କ୍ଷେତ୍ରରେ ଆସିବ ବଡ ରୂପାନ୍ତର। ସେ କହିଥିଲେ ଯେ ମେଟ୍ରୋ ରେଲ୍ପାଇଁ ମୁଁ ଯେଉଁ Continue Reading
Odisha News
ନୂଆଦିଲ୍ଲୀ, ୧/୧: ନୂଆବର୍ଷରେ ଜାପାନରେ ବଡ଼ ଧରଣର ଭୂମିକମ୍ପ ହୋଇଛି। ଏଥିରେ ହଜାର ହଜାର ଲୋକେ ପ୍ରଭାବିତ ହୋଇଛନ୍ତି। ବାରମ୍ବାର ଭୂମିକମ୍ପରେ ଦୋହଲିବା ପରେ ଜାପାନରେ ସୁନାମୀ ଆସିଛି। ଇଶିକାୱାରେ ସମୁଦ୍ରରେ ୫ ଫୁଟ ଉଚ୍ଚର ସୁନାମୀ ଲହଡ଼ି ମାଡ଼ ହୋଇଛି। ଏହାକୁ ନେଇ ଲୋକେ ଭୟଭିତ ହୋଇପଡିଛନ୍ତି। ଜାପାନ ଉପକୂଳରୁ ହଜାର ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି। ସେପଟେ ଭୂମିକମ୍ପ ଯୋଗୁ ୩୩ ହଜାର ଲୋକେ ଏବେ ଅନ୍ଧାରରେ ଅଛନ୍ତି। ବିଦ୍ୟୁତ ଯୋଗାଣ ବ୍ୟାହତ Continue Reading
Odisha News
ସମ୍ବଲପୁର,୧/୧ : ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲରିପାଲି ଜଙ୍ଗଲରୁ ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ଆଜି ଏକୋଇଶିଆ ପାଳନ କରାଯାଇଛି। ତା’ସହିତ ତା’ର ନାଁ ବିଜୟିନୀ ରଖାଯାଇଛି।ଶିଶୁ କନ୍ୟାଟି ଏବେ ବୁର୍ଲା ବଡ଼ ଡାକ୍ତରଖାନାର ଝଘଉଟରେ ଚିକିତ୍ସାଧୀନ ରହିଛି। ଆଜି ଡାକ୍ତରଖାନା ପକ୍ଷରୁ ତା’ର ଏକୋଇଶିଆ ପାଳନ କରାଯାଇଥିଲା। ଏଥିରେ ଡାକ୍ତରମାନେ ମଧ୍ୟ ସାମିଲ ହୋଇଥିଲେ। ଏହି ଅବସରରେ କେକ୍ କଟା ଯାଇଥିଲା Continue Reading
Odisha News
ଭୁବନେଶ୍ୱର,୧/୧ : ଭୁବନେଶ୍ୱରର ପାଣ୍ଡରାସ୍ଥିତ ହାଇଟେକ୍ ହସ୍‌ପିଟାଲ୍‌ରେ ବିସ୍ଫୋରଣ ଘଟଣାରେ ଗତକାଲି ଜଟଣୀର ବଅଁଙ୍ଗ ଗାଁର ଦିଲ୍ଲୀପ ସାମନ୍ତରାୟଙ୍କ ମୃତ୍ୟୁ ଘଟିଥିବା ବେଳେ ଆଜି ସକାଳେ ତାଙ୍କ ପତ୍ନୀ ସୁନା ସାମନ୍ତରାୟ ଆତ୍ମହତ୍ୟା କରି ଦେଇଛନ୍ତି।ଦିଲ୍ଲୀପ ଓ ସୁନାଙ୍କ ବିବାହକୁ ୨ ବର୍ଷ ପୂରି ନଥିଲା। ଗତକାଲି ଦିଲ୍ଲୀପଙ୍କ ମୃତ୍ୟୁ ହେବା ପରେ ଭାଙ୍ଗି ପଡ଼ିଥିଲେ ସୁନା। ଗତକାଲି ସୁନାଙ୍କୁ ତାଙ୍କ ବାପଘର ଲୋକେ ନିଜ ସହିତ ନେଇ ଯାଇଥିଲେ। ନୂଆଗାଁ ସ୍ଥିତ Continue Reading
Odisha News
ଭୁବନେଶ୍ୱର,୧/୧: ଇଂରାଜୀ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସ ଯୋଗେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ୨୦୨୪ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ନବବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ।ଏଣେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଇଂରାଜୀ ନବବର୍ଷ ଅବସରରେ Continue Reading