Home Articles posted by odadmin (Page 104)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୧୩/୬ : ଶୁକ୍ରବାର ବିକାଶର ଧାରା, ଓଡ଼ିଶା ସାରା (ରାଜ୍ୟ ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତ୍ତି) ଖୋରଧା ଜିଲ୍ଲା ସ୍ତରୀୟ ସରକାରୀ ଜନସଂପର୍କ ଏବଂ ନାଗରିକ ଅଂଶ ଗ୍ରହଣ ତିନିଦିନିଆ କାର୍ଯ୍ୟକ୍ରମ ସମ୍ମିଳନୀ ସଦର ମହକୁମା ପୌରପରିଷଦ ଟାଉନ୍ ହଲ୍ ଠାରେ ଉଦ୍ଘାଟିତ ହୋଇଯାଇଅଛି ।ଏହି ଅବସରରେ ଓଡ଼ିଶାର ମାନ୍ୟବର ରାଜସ୍ବ ଓ ବିପର‌୍ୟ୍ୟୟ ପରିଚାଳନା ମନ୍ତ୍ରୀ, ଓଡ଼ିଶା ସରକାର, ଶ୍ରୀଯୁକ୍ତ ସୁରେଶ ପୂଜାରୀ ଯୋଗଦେଇ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୩/୬ : ରାଜ୍ୟ ସରକାରଙ୍କ ଜନକଲ୍ୟାଣମୂଳକ ପଦକ୍ଷେପ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ ଅବସରରେ ବୌଦ୍ଧ ସହରସ୍ଥିତ ମର୍ଜାକୁଦ କଲ୍ୟାଣ ମଣ୍ଡପଠାରେ ଏକ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଏହି ଅବସରରେ ଭୁବନେଶ୍ୱରରୁ ଆୟୋଜିତ ମୁଖ୍ୟ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଆଭାସୀ ମାଧ୍ୟମରେ ଉପସ୍ଥିତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୨/୬ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଠାରେ ‘ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ’ (SIR ୨୦୨୬) ସମ୍ପର୍କରେ ଏକ ସଚେତନତା ସଭା ସ୍ଥାନୀୟ ବସଷ୍ଟାଣ୍ଡ ନିକଟସ୍ଥ ୱାଚ ଟାୱାର ନିକଟରେ ଅନୁଷ୍ଠିତ ହୋଇଯାଇଛି।ଉପ-ଜିଲ୍ଲାପାଳ ତଥା ଉପଖଣ୍ଡ ନିର୍ବାଚନ ଅଧିକାରୀ ଶ୍ରୀମତୀ ପ୍ରଣିତା ଦାସ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବନବାସୀ ଛାତ୍ରଛାତ୍ରୀ ମାନେ ତିନୋଟି ସୁନ୍ଦର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୬ : ଓରମାସ, ବୌଦ୍ଧ ଆନୁକୂଲ୍ୟରେ ଆଦର୍ଶ କୃଷି ବଜାର, ବୌଦ୍ଧ ଠାରେ ସ୍ୱତନ୍ତ୍ର ଆମ୍ବ ପ୍ରଦର୍ଶନୀ “ଗାଁ ଆମ୍ବ ପସରା” ଆଜି ଉଦ୍‌ଘାଟିତ ହୋଇଯାଇଛି।ଜିଲ୍ଲାପାଳ ବୌଦ୍ଧ ବିଭୂତି ଭୂଷଣ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦର୍ଶନୀର ଶୁଭ ଉଦ୍‌ଘାଟନ କରିଥିଲେ।ଏହି ଅବସରରେ ଜିଲ୍ଲାପାଳ ସ୍ଥାନୀୟ ଚାଷୀମାନଙ୍କ ଉତ୍ପାଦିତ ଆମ୍ବକୁ ବଜାର ସୁବିଧା ଯୋଗାଇବା ଏବଂ ଚାଷୀଙ୍କ ଆୟ ବୃଦ୍ଧି ଦିଗରେ ଏଭଳି ପ୍ରଦର୍ଶନୀର ଗୁରୁତ୍ୱ Continue Reading
Top Stories
By Prasanna Kumar Paikaraya Khordha, June 12 :  In a significant breakthrough against the illegal narcotics trade, the excise department  successfully busted two separate ganja smuggling operations in hordha , seizing a total of 52 kilograms of contraband cannabis and arresting 6 persons allegedly involved in the interstate drug trafficking network.2 vehicles used for Continue Reading
National News
NEW DELHI, JUNE 12 : The National Testing Agency (NTA) on Friday announced a series of student-friendly measures for NEET (UG) 2026 re-test, including additional rough-work space, and an extended examination window. The medical entrance examination is scheduled to be held on June 21. According to the NTA, the examination will be conducted from 2 […]Continue Reading
National News
NEW DELHI, JUNE 12 : The National Testing Agency (NTA) on Friday announced a series of student-friendly measures for NEET (UG) 2026 re-test, including additional rough-work space, and an extended examination window. The medical entrance examination is scheduled to be held on June 21. According to the NTA, the examination will be conducted from 2 […]Continue Reading
Odisha News
ଭୁବନେଶ୍ବର, ୧୨/୬ : ବହୁ ପ୍ରତୀକ୍ଷିତ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି ଓଡ଼ିଶା ମାଟିରେ ପ୍ରବେଶ କରିଛି। ପହିଲି ରଜର ଦିନକ ପୂର୍ବରୁ ଓଡ଼ିଶାରେ ମୌସୁମୀ ପ୍ରବେଶ କଲା ପରେ ତାପମାତ୍ରା ଏବଂ ଗରମ ସାମାନ୍ୟ ହ୍ରାସ ପାଇଛି। ରାଜ୍ୟର ଉତ୍ତର ଭାଗକୁ ମୌସୁମୀ ଅଗ୍ରସର ହୋଇଛି।ସୂଚନାଯୋଗ୍ୟ, ସ୍ବାଭାବିକ ସମୟର ୩ ଦିନ ବିଳମ୍ବରେ ଚଳିତ ବର୍ଷ କେରଳମ୍ ଛୁଇଁଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଓଡ଼ିଶାକୁ କିନ୍ତୁ ସ୍ବାଭାବିକ ସମୟରେ ମୌସୁମୀ ଆସିପାରେ ବୋଲି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୧୨/୬ : ଆଜି ଭାରତୀୟ ଜନତା ପାର୍ଟି ନେତୃତ୍ୱାଧୀନ ସରକାର ଦୁଇ ବର୍ଷ ପୂରଣ କରିଛି । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ବର୍ଷର ରିପୋର୍ଟ କାର୍ଡ ପ୍ରଦାନ କରିଛନ୍ତି ।ଲୋକସେବା ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ରିପୋର୍ଟ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ମହିଳା ସଶକ୍ତିକରଣରୁ ରିପୋର୍ଟ କାର୍ଡ ଦେଇଛନ୍ତି ।ଏହା ସହିତ କୃଷି, ଶିକ୍ଷା, ସ୍ୱାସ୍ଥ୍ୟ, ଅର୍ଥ, ଗମନାଗମନ, ଶିଳ୍ପ ଆଦି ବିଭିନ୍ନ Continue Reading
Top Stories
By Rupashree Mandal Kolkata, June 11: The 8th All India Classical Dance Festival–2026, organised by Nrutyadham, was held with grandeur and elegance at the Satyajit Ray Auditorium of the Indian Council for Cultural Relations (ICCR) in Kolkata on June 10. The prestigious cultural event witnessed the participation of eminent artistes, dance gurus, scholars and connoisseurs Continue Reading