Home Articles posted by odadmin (Page 1047)
Odisha News
କଟକ,୧୩/୧୨: ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର ଆସିଛି। ଆସନ୍ତା ଫେବ୍ରୁଆରି ୨୦ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୪ ତାରିଖ ପର‌୍ୟ୍ୟନ୍ତ ଜାରି ରହିବ। ଏନେଇ ସାମ୍ବାଦିକ ସମ୍ମିଳନୀରେ ବୁଧବାର ମାଧ୍ୟମିକ ଶିକ୍ଷା ବୋର୍ଡର ସଭାପତି ସୂଚନା ଦେଇଛନ୍ତି।ବୋର୍ଡ ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ଫେବ୍ରୁଆରି ୨୦ (ମଙ୍ଗଳବାର)ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୪ ତାରିଖ (ସୋମବାର) ଯାଏଁ ଚାଲିବ। ମାଟ୍ରିକ୍ Continue Reading
Odisha News
କୋରାପୁଟ ,୧୩/୧୨: କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଟିମଝୋଲା ନିକଟରେ ଏକ କାର ଓ ହାଇୱା ମଧ୍ୟରେ ମୁହାଁମୁଁହି ଧକ୍କା ହେବାରୁ ୪ଜଣ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ଲକ୍ଷ୍ମୀପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କର ପ୍ରାଥମିକ ଚିକିତ୍ସା କରାଯାଇ କୋରାପୁଟ ଏସଏଲଏନ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।୪ଜଣ ଲୋକ ଏକ କାରରେ ଭୁବନେଶ୍ୱରରୁ ନବରଙ୍ଗପୁରକୁ ଫେରୁଥିଲେ। ପ୍ରବଳ କୁହୁଡ଼ି କାରଣରୁ ରାସ୍ତା Continue Reading
Odisha News
ନୟାଗଡ଼,୧୩/୧୨: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ସବରେଜିଷ୍ଟ୍ରାର୍ ଶାଶ୍ବତ କୁମାର ପଟ୍ଟନାୟକ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାର ଛଅଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଛି ଭିଜିଲାନ୍ସ ଟିମ୍।ନୟାଗଡ଼ ଏବଂ କେନ୍ଦ୍ରାପଡା ଜିଲ୍ଲାର ନିମ୍ନଲିଖିତ ସ୍ଥାନରେ ଭୁବନେଶ୍ୱରର ଭିଜିଲାନ୍ସ ସ୍ପେଶାଲ୍ ଜଜଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟର କ୍ଷମତା ବଳରେ ୮ଜଣ ଡିଏସପି, ୬ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୩/୧୨: ବୌଦ୍ଧ ଭୈରବୀ ପଡିଆଠାରେ ସାଂସ୍କୃତିକ ଅନୁଷ୍ଠାନ ମଦନ ମୋହନ ନାଟ୍ୟ କଳାପରିଷଦ ପକ୍ଷରୁ ଚାଲିଥିବା ଧନୁଯାତ୍ରା ନାଟ୍ୟୋତ୍ସବର ମଙ୍ଗଳବାର ଥିଲା ତୃତୀୟ ସଂନ୍ଧ୍ୟା । ନାଟକ ପ୍ରାରମ୍ଭରୁ ଏକ ନୃତ୍ୟ ନାଟିକା ଭକ୍ତ ପ୍ରହଲ୍ଳାଦ ପରିବେଷିତ ହୋଇଥିଲା ।ତୃତୀୟ ସନ୍ଧ୍ୟାରେ ନାଟକ ପରିବେଷଣ ହୋଇଥିଲା ମଥୁରାର କଳାଚାନ୍ଦ ଗୋପରେ ବଢୁଛି । ଏହି ନାଟକରେ କୃଷ୍ଣ ବଳରାମଙ୍କ ବାଲ୍ୟ ଳୀଳା , ଜାମଳାଅର୍ଜୁନ ଭଂଜନ, ବିଶ୍ୱରୁପ Continue Reading