ଭୁନେବଶ୍ୱର,୧୦/୧୨: ପିଲାଟି ସାଙ୍ଗମାନଙ୍କ ଖୁସିରେ ଗୁଡ଼ି ଉଡ଼ାଉଥିଲା। ଜାଣି ନଥିଲା ତାର ମୃତ୍ୟୁ ତାକୁ ହାତ ଠାରି ଡାକୁଛି। ଗୁଡ଼ି ଉଡ଼ାଇଲା ବେଳେ କଟିଗଲା ସୂତା। ଟ୍ରେନ୍ ଲାଇନ୍ ଅପର ପାର୍ଶ୍ୱରେ ସୂତା ଆଣିବା ପାଇଁ ଗଲା ବେଳେ ମାଡ଼ିଗଲା ଲୌହଦାନବ।ରାଜଧାନୀ ଭୁନେବଶ୍ୱରରେ ଏହି ଦୁର୍ଘଟଣା ଘଟିଛି। ପିଲାଟିର ନାଁ ସୂର୍ଯ୍ୟକାନ୍ତ ପାତ୍ର( ୧୪) ବର୍ଷ। ତାର ଘର ଶହିଦନଗର ଶାନ୍ତିପଲ୍ଲୀ ବସ୍ତିରେ।ଗତକାଲି ଅପରାହ୍ନ ସମୟରେ ଟ୍ରେନ ଲାଇନ ପାର୍ଶ୍ଵରେ ସୂର୍ଯ୍ୟକାନ୍ତ Continue Reading
Uttar Pradesh,Dec 10 : Eight people, including a child, were charred to death in their car after a collision with a truck on the Bareilly-Nainital highway near Bhojipura in Uttar Pradesh on Saturday night. Police said the victims, who were returning after attending a wedding, could not escape because the car was centrally locked. The […]Continue Reading
NEW DELHI/JAIPUR,DEC 10 : In a joint operation with the Rajasthan Police, the Delhi Police’s Crime Branch nabbed three men, including two shooters, from Chandigarh for their alleged involvement in the killing of Shri Rashtriya Rajput Karni Sena chief Sukhdev Singh Gogamedi, officials said on Sunday. The police had identified the two alleged killers as […]Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୦/୧୨: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଅଞ୍ଚଳ ନିକଟରୁ ନୟାଗଡ଼ରେ ଶ୍ରମିକ ଭାବେ କାମ କରୁଥିବା ଶଙ୍କର୍ଷଣ ପାତ୍ରଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା ।ସେ ନୟାଗଡ଼ ବନଖଣ୍ଡରେ ଅସ୍ଥାୟୀ ଶ୍ରମିକଭାବରେ କାଯ୍ୟ କରିଆସୁଥିଲେ । ତେବେ ତାଙ୍କୁ ୬୦ ବର୍ଷ ବୟସ ହୋଇଯାଇଥିବାରୁ ସେ କିଛିଦିନତଳେ କାଯ୍ୟରୁ ବାହାରିଯାଇଥିଲେ । ନୟାଗଡ ସଦରଥାନା ଅଧୀନସ୍ଥ ପଥୁରିପଡା ଅଂଚଳରେ ରହୁଥିଲେ ପରିବାର ସହିତ ତାଙ୍କର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୧୨: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ରୁ ଆଜି ସମନ୍ୱିତ ଯୁବ-ବିକାଶ କାର୍ଯ୍ୟକ୍ରମ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଛି ।ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ସହରର ବିଶିଷ୍ଟ ସଙ୍ଗୀତ ଗୁରୁ ପଣ୍ଡିତ ଶ୍ରୀ ରଘୁନାଥ ପାତ୍ର ମୁଖ୍ୟ ଅତିଥି ଭାବେ ଏବଂ ପାରଳାଖେମୁଣ୍ଡି ପୌର ପରିଷଦ ୧୫ ନଂ ଓ୍ବାର୍ଡ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୧୨: ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରା ଜଜଙ୍କ କୋର୍ଟ ପରିସରରେ ଚଳିତ ବର୍ଷର ଶେଷ ତଥା ଚତୁର୍ଥ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜାତୀୟ ଆଇନ ସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣ ଙ୍କ ଆଦେଶ ପ୍ରକାରେ ଆୟୋଜିତ ଏହି ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ରେ ଗଜପତି ଜିଲ୍ଲା ଦୌରା ଜଜ ଶ୍ରୀ ପ୍ରଣବ କୁମାର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୯/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ମାଦାଙ୍ଗୀ ଗାଁ ନିକଟରେ ଦୀର୍ଘ ଦିନ ହେଲା ରହିଆସୁଥିବା ଏକ ଜାଗା କୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁ ମୁହିଁ ଗଣ୍ଡଗୋଳ ହୋଇଥିବା ଜଣାପଡିଛି । ଏ ନେଇ କୋଟଗଡ ଥାନାରେ ଦୁଇଟି ପୃଥକ ପୃଥକ ମାମଲା ରୁଜୁ ହୋଇଛି ।ଘଟଣାରୁ ପ୍ରକାଶ ଯେ କୋଟଗଡ ତହସିଲ ଅନ୍ତର୍ଗତ ମାଦାଙ୍ଗୀ ଗାଁ ନିକଟ ଏକ ଖାଲି ସ୍ଥାନ ରେ ଦୀର୍ଘ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୧୨:ଗଜପତି ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ପ୍ରାୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରା-୨୦୨୩ ସଚେତନତା ରଥ ଆଜି ତୃତୀୟ ପର୍ଯ୍ୟାୟର ଦ୍ଵିତୀୟ ଦିନରେ ଗୋଷାଣୀ ବ୍ଲକର ବାଘଶାଳା ଏବଂ ଆଗରଖଣ୍ଡି ପଞ୍ଚାୟତରେ ବିଭିନ୍ନ କେନ୍ଦ୍ରୀୟ ଯୋଜନା ସମ୍ପର୍କରେ ସଚେତନ କରାଯାଇଛି।ଏହି ବିକଶିତ ଭାରତ ସଂକଳ୍ପ ଯାତ୍ରା ସଚେତନତା ରଥ ପ୍ରଥମେ ବାଘଶାଳା ପଞ୍ଚାୟତରେ ପହଞ୍ଚିବା ପରେ ସେଠାରେ ବିଭିନ୍ନ ବିଭାଗୀୟ ଅଧିକାରୀ , ପଞ୍ଚାୟତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୧୨ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ-ଗଜପତି ଷ୍ଟାଡିୟମ୍ ଠାରେ ଚଳିତ ଡିସେମ୍ବର ମାସର ଆସନ୍ତା ୧୯ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଜିଲ୍ଲାସ୍ତରୀୟ ଗଜପତି ମହୋତ୍ସବ -୨୦୨୩ କାର୍ଯ୍ୟକ୍ରମ ମହା ସମାରୋହରେ ଅନୁଷ୍ଠିତ ହେବାକୁ ଯାଉଛି।ଏହି ଅବସରରେ ମହୋତ୍ସବ କାର୍ଯ୍ୟକ୍ରମର ତୃତୀୟ ଦିବସ ସନ୍ଧ୍ୟାରେ ଗଜପତି ଜିଲ୍ଲାର ବିଶିଷ୍ଟ ଶିକ୍ଷାବିତ୍ , ସାହିତ୍ୟିକ ଏବଂ ଅନନ୍ୟ କୌଶଳ ଦକ୍ଷତା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୯/୧୨: ଭାରତ ସରକାର, ଗୃହ ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ମାନବିକ ନାଗରିକ ଆର୍ଥିକ ସହାୟତା ଯୋଜନା ଅଧୀନରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସିଆରପିଏଫ ଜି/୧୨୭ ବାଟାଲିୟନ ଦ୍ୱାରା ଏକ ଜନସମ୍ପର୍କ ଶିବିର ବେଲଘର ପଞ୍ଚାୟତରେ ଆୟୋଜିତ ହୋଇଯାଇଛି ।ବେଲଘର ନିକଟସ୍ଥ ସରଦପୁର, ମେଣ୍ଡାବାରୁ, ବେଲାସାରଦା, କରଜାଣ୍ଡି, ଜାଜୋଙ୍ଗୀ ଏବଂ ଝିରିପାଣି ଗାଁର ୫୦୦ ରୁ ଅଧିକ ଗରିବ ପରିବାର ଲୋକ ମାନଙ୍କୁ ମାଗଣା ଔଷଧ ଓ Continue Reading




