Home Articles posted by odadmin (Page 1060)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ବନ୍ଧସାହି ରେ ଗତ ୨୦୧୪ ମସିହାରେ ଏକ ଯୌତୁକ ନିର୍ଯ୍ୟାତନା ଅଭିଯୋଗରେ ବୋହୁ କୁ ପୋଡି ମାରି ଦେଇଥିବା ଅଭିଯୋଗରେ ସପରିବାର ଗିରଫ ହୋଇ ଜେଲ ଯାଇଥିଲେ । ଉକ୍ତ ଘଟଣାରେ ସପରିବାର ନିର୍ଦୋଷରେ ଖଲାସ ହୋଇଥିବା ଜଣାପଡିଛି ।ଘଟଣାରୁ ପ୍ରକାଶ ଯେ, ଗତ ୨୦୧୪ ମସିହା ଅକଟୋବର ମାସ ୨୫ ତାରିଖ ଦିନ ବନ୍ଧସାହି ସ୍ଥିତ ଅରୁଣ ମହାରଣାଙ୍କ ସ୍ତ୍ରୀ ଉର୍ମିଳା ମହାରଣା ପୋଡି ହୋଇ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୧୨: ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ସୁ-ନେତ୍ର ଯୋଜନା ଅନ୍ତର୍ଗତରେ ବିଦ୍ୟାଳୟ ସ୍ତରୀୟ ପିଲା\’ଙ୍କ ଚକ୍ଷୁ ପରୀକ୍ଷା ଶିବିର କାର୍ଯ୍ୟକ୍ରମ ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକ୍ ଶିକ୍ଷା କାର୍ଯ୍ୟକଳୟ ପକ୍ଷରୁ ଗୁରାଣ୍ଡୀ ସ୍ଥିତ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ସହଯୋଗରେ ଅନୁଷ୍ଠିତ ହୋଇଯାଇଛି। ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାଃ ପ୍ରଦୀପ କୁମାର ପାତ୍ର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୧୨: ଗଜପତି ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ପ୍ରାୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରା-୨୦୨୩ ସଚେତନତା ରଥ ସଫଳତାର ସହ ଆଗେଇ ଚାଲିଛି ।ଆଜି ଅଷ୍ଟମ ଦିନରେ ଏହି ସଚେତନତା ରଥ ଗଜପତି ଜିଲ୍ଲା ଗୁମା ବ୍ଲକ ଅନ୍ତର୍ଗତ ମୁନିସିଂ ଓ ଗୁମ୍ମା ପଞ୍ଚାୟତରେ ପହଞ୍ଚି ବିଭିନ୍ନ କେନ୍ଦ୍ରୀୟ ଯୋଜନା ଉପରେ ସଚେତନ କରାଇଥିଲା ।ପ୍ରଥମେ ମୁନିସିଂ ପଞ୍ଚାୟତରେ ଭାରତ ସରକାରଙ୍କ ଏହି ବିକଶିତ ଭାରତ ସଂକଳ୍ପ ଯାତ୍ରାର ସଚେତନତା ରଥ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨/୧୨: ବୌଦ୍ଧ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ଏଡସ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାମୁଖ୍ୟ ଚିକିତ୍ସାଧିକାରୀ ଡ. ଜୟକୃଷ୍ଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା ।ସଭାରେ ମୁଖ୍ୟ ଅତିଥିଭାବେ ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥିଭାବେ ବୌଦ୍ଧଗଡ ଏନଏସି ଅଧ୍ୟକ୍ଷ ମୃତ୍ୟୁଂଜୟ ମିଶ୍ର, ଜିଲ୍ଲାଜନସ୍ୱାସ୍ଥ୍ୟ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ର / ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୨/୧୨: ନୟାଗଡ଼ ଜିଲ୍ଲା ଉତ୍କଳସାମ୍ବାଦିକ ସଙ୍ଘ ପକ୍ଷରୁ ୫ଦଫା ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଧାରଣା ଦେଇ ବସିଥିବା ବେଳେ ଜିଲ୍ଲା ପାଳଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି । ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ, ଅନ୍ୟ ରାଜ୍ୟ ପରି ଓଡିଶାରେ ବୟସ୍କ ସାମ୍ବାଦିକ ଙ୍କୁ ପେନଶନ ପ୍ରଦାନ, ଅଧି ସ୍ୱୀକୃତି କମିଟି ପୁନଃ ଗଠନ, ଓ ବ୍ଳକ ଠାରୁ ରାଜ୍ୟ ସ୍ତର ପର୍ଯ୍ୟନ୍ତ ବ୍ୟାପକ ଅଧି Continue Reading
Odisha News
ଭୁବନେଶ୍ୱର,୨/୧୨ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ଘନୀଭୂତ ହୋଇ ଆଜି ଗଭୀର ଅବପାତରେ ପରିଣତ ହୋଇଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତାକାଲି ଅର୍ଥାତ ୩ ତାରିଖରୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, Continue Reading