Home Articles posted by odadmin (Page 1063)
Odisha News
ବାହାନଗା/ସୋର,୩୦/୧୧: ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ବ୍ଲକ ନିକଟରେ ଆଜି ଏକ ଯାତ୍ରୀବାହୀ ବସକୁ ପଛରୁ ଏକ ମାଲ ବୋଝେଇ ଟ୍ରକ୍ ଧକ୍କା ଦେଇଥିଲା। ଆଜି ସକାଳେ ବନଦୁର୍ଗା ନାମକ ଏକ ବସ୍ ବାଲେଶ୍ଵରରୁ ଭୁବନେଶ୍ୱର ଯାଉଥିବା ବେଳେ ବାହାନଗା ବ୍ଲକ ଆଗରେ ପଛପଟୁ ଟ୍ରକ( ଏପି୧୬ଟି କ୍ୟୁ ୧୯୯୯) ଧକ୍କା ଦେଇଥିଲା।ଫଳରେ ବସରେ ବସିଥିବା ଦୁଇ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଥିଲେ ମଧ୍ୟ କୌଣସି କିଛି କ୍ଷତି ହୋଇନାହିଁ। ଏଥିରେ ଅନ୍ୟ କାହାରି […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୦/୧୧: ବୌଦ୍ଧ କଚେରୀ ପଡିଆ ଠାରେ ଜିଲାସ୍ତରୀୟ ମତ୍ସ ଓ ପଶୁ ସମ୍ପଦ ମେଳା ମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଅଛି । ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର‌୍ୟ ଭଞ୍ଜନ ମଦନ ମୋହନ ପାତ୍ର ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ୍ ଯୋଗଦେଇ ମତ୍ସ ଓ ପଶୁ ସମ୍ପଦ ମେଳା କୁ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ଜିଲା ଯୋଜନା ବୋର୍ଡ […]Continue Reading
Odisha News
ସମ୍ବଲପୁର,୩୦/୧୧: ସମ୍ବଲପୁର ରେଳ ଷ୍ଟେସନରେ ଜମ୍ମୁ ତୱି ଏକ୍ସପ୍ରେସ୍ ଟ୍ରେନ ବିଳମ୍ବିତ ରାତିରେ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି।ଷ୍ଟେସନରେ ଥିବା ୱାସିଙ୍ଗ ଲାଇନକୁ ଖାଲି ଗାଡ଼ି ଯାଉଥିବା ସମୟରେ ଗୋଟିଏ ବଗିର ଚକ ଟ୍ରାକ ବାହାରକୁ ଚାଲିଯାଇଥିଲା ଯାହାଫଳରେ ଲାଇନଚ୍ୟୁତ ହୋଇଥିଲା।ଏହା ଜାଣିବା ପରେ ତୁରନ୍ତ ୱାସିଙ୍ଗ ଲାଇନର କର୍ମଚାରୀମାନେ ଟ୍ରେନକୁ ତୁରନ୍ତ ଟ୍ରାକକୁ ପୁଣି ନେଇ ଆସିଥିଲେ। ରେଳ ଲାଇନଚ୍ୟୁତ ସମୟରେ ଟ୍ରେନରେ କୌଣସି ଯାତ୍ରୀ ନଥିଲେ। ୱାସିଙ୍ଗ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୧୧:ଗଜପତି ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ପ୍ରାୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରା-୨୦୨୩ର ଷଷ୍ଠ ଦିବସ\’ରେ ଆଜି ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଜୀବା ଏବଂ ତରଙ୍ଗଡା ପଞ୍ଚାୟତରେ ବିଭିନ୍ନ କେନ୍ଦ୍ରୀୟ ଯୋଜନା ଗୁଡ଼ିକ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଆଜି ଗଜପତି ଜିଲ୍ଲା ଗୁମ୍ମା ବ୍ଲକର ଜୀବା ଗ୍ରାମ ସ୍ଥିତ ପଞ୍ଚାୟତ ର୍କାର୍ଯ୍ୟାଳୟ ପରିସରରେ ଭାରତ ସରକାରଙ୍କ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୯/୧୧: କନ୍ଧମାଳ ଜିଲାରେ ଅନେକ ସମୟରେ ଅତି ଭଲ ପନିପରିବା ଚାଷ ହୋଇଥାଏ। ଜିଲାର ଦାରିଙ୍ଗବାଡିରେ ବନ୍ଧା ଓ ଫୁଲ କୋବି ସହ ବିନ୍, ଟମାଟୋ, କଞ୍ଚାଲଙ୍କା, ଦେଶୀଆଳୁ ଆଦି ବହୁଳ ପରିମାଣରେ ଚାଷ କରାଯାଇଥାଏ। ହେଲେ ଅନେକ ସମୟରେ ଏହି ଚାଷ କରିବାକୁ ଇଚ୍ଛା ରଖିଥିବା ଚାଷୀ ପାଣିର ଅଭାବ ହେଲେ ଚାଷ କରିବା ବାଧାପ୍ରାପ୍ତ ହୁଏ।ପାଣିର ଅଭାବ ସତ୍ତ୍ୱେ ଅନେକ ଚାଷୀ ପାଣି ଯୋଗାଡ଼ କରି ପନିପରିବା ଚାଷ […]Continue Reading
National News
UTTARKASHI,NOV 29: Uttarakhand Chief Minister Pushkar Singh Dhami on Wednesday called for striking a balance between ecology and economy, saying his government had decided to review all such projects after the collapse of the Silkyara tunnel. In an interview with PTI, he said his Diwali came on Tuesday with the successful evacuation of 41 workers […]Continue Reading
Odisha News
ସୁନ୍ଦରଗଡ଼,୨୯/୧୧: ଭିଜିଲାନ୍ସ ଜାଲରେ ପୁଣି ଜଣେ ରାଜସ୍ବ ନିରୀକ୍ଷକ। ଜଣେ ଅଭିଯୋଗକାରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୁକ୍ତ ହେଲେ ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ।ସୂଚନା ଅନୁଯାୟୀ, ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ ଜଣେ ବ୍ୟକ୍ତିଙ୍କୁ ଚାଷଜମିକୁ ବାସୋପଯୋଗୀ ଜମିରେ ରୂପାନ୍ତରିତ କରିବା ନେଇ ରିପୋର୍ଟ ଦେବା ଲାଗି ୫ ହଜାର ଟଙ୍କା Continue Reading
National News
NEW DELHI,NOV 29 : Prime Minister Narendra Modi was closely monitoring the entire evacuation process when the Uttarkashi tunnel workers were rescued late night on Tuesday. According to sources, the Prime Minister was watching the entire process live on television. The entire cabinet, along with the PM, witnessed the rescue operation live. The Prime Minister […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୯/୧୧: ବୌଦ୍ଧଗଡ ଏନଏସି ଅନ୍ତର୍ଗତ କୁଲିପଡା ଘାଟର ଉନ୍ନତିକରଣ କାର୍ଯ୍ୟ ଏନଏସି ପକ୍ଷରୁ ହାତକୁ ନିଆଯାଇ ମଙ୍ଗଳବାର ଦିନ ଏହାକୁ ଲୋକାର୍ପିତ କରାଯାଇଛି । ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତନ,ପଞ୍ଚାୟତିରାଜ ଓ ପାନୀୟଜଳ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ମୁଖ୍ୟଅତିଥି ଭାବରେ ଯୋଗଦେଇ ଏହି ଘାଟ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପର ଉଦଘାଟନ କରିଛନ୍ତି ।ଉଦଘାଟନୀ ଉତ୍ସବ ଅବସରରେ ଏନଏସି ଅଧ୍ୟକ୍ଷ ମୃତ୍ୟୁଂଜୟ Continue Reading
Odisha News
ନୂଆଦିଲ୍ଲୀ,୨୯/୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ବସିଥିବା କ୍ୟାବିନେଟ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ଆସନ୍ତା ୫ ବର୍ଷ ପାଇଁ ବୃଦ୍ଧି କରିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୨୦୨୪ ଜାନୁଆରି ପହିଲାରୁ ଏହି ଯୋଜନା କାର୍ଯ୍ୟକାରୀ ହେବ। ଏହା ଦ୍ବାରା ୮୧ କୋଟି ୩୫ ଲକ୍ଷ ହିତାଧିକାରୀ ଉପକୃତ ହେବେ।ସୂଚନାଯୋଗ୍ୟ, ଗତ ନଭେମ୍ବର ୪ ତାରିଖରେ ଛତିଶଗଡ଼ର ଦୁର୍ଗ ଜିଲ୍ଲାରେ ଏକ Continue Reading