Home Articles posted by odadmin (Page 1066)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୬/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗୁଳିମରା ସାହିର ମହାମାୟୀ କବାଡି କ୍ଳବ୍ ଓ ଗ୍ରାମ୍ୟ କମିଟି ର ମିଳିତ ସହଯୋଗ ରେ ଆୟୋଜିତ ଜିଲ୍ଲା ସ୍ତରୀୟ କବାଡି ପ୍ରତିଯୋଗୀତା ଉଦଯାପିତ ହୋଇ ଯାଇଛି।ମହାମାୟୀ କବାଡି କ୍ଳବ୍ ର ମୂଖ୍ୟ ସୁବାଷ ଚନ୍ଦ୍ର ପାତ୍ର, ଦଣ୍ଡପାଣି ବେହେରା, ଭୀମସେନ ବିନ୍ଧାଣି ଙ୍କ ନେତୃତ୍ବ ରେ ଆୟୋଜିତ ଏହି କବାଡି ପ୍ରତିଯୋଗୀତା ରେ ସମୁଦାୟ ୨୪ ଟି ଦଳ ଅଂଶ ଗ୍ରହଣ କରିଥିଲେ।୨୪ ଟି ଦଳ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୬/୧୧ : ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଜିଲାପାଳ ନୃସିଂହ ଚରଣ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରସ୍ତୁତି ବୈଠକରେ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା କାର୍ଯ୍ୟକ୍ରମ ର ସଫଳ ଆୟୋଜନ ନେଇ ସବିଶେଷ ଆଲୋଚନା କରାଯାଇଥିଲା ।ଆସନ୍ତା ସପ୍ତାହରେ ଅନୁଷ୍ଠିତ ହେବାକୁ ଥିବା ଏହି ବିକଶିତ ଭାରତ ସଙ୍କଳ୍ପ ଯାତ୍ରା କାର୍ଯ୍ୟକ୍ରମ Continue Reading
Top Stories
By Nalini Sahu Mumbai, Nov. 26: Addressing the august gathering at the glittering 27th Sangit Kala Kendra’s Awards held on 23rd of November, Mrs. Rajashreeji Birla, President of the Sangit Kala Kendra in her welcome address, traced the genesis of the Sangit Kala Kendra. rs. Birla mentioned that, Mr. Aditya Birla made an indispensable contribution, […]Continue Reading
Top Stories
By Md. Khalil Nabarangpur, Nov. 25: A girl in Odisha’s Nabarangpur has been allegedly murdered for asking status of wife. Her mutilated body – chopped into 31 pieces – was on Saturday exhumed from a forest near Murumadihi in Nabarangpur district. The 21-year-old deceased girl identified as Tilabati Gond. She hailed from Baghabeda village under […]Continue Reading
Top Stories
By Nalini Sahu BHUBANESWAR, NOV. 25: Kalinga Institute of Social Sciences (KISS) Deemed to be University, Bhubaneswar, celebrated its third annual convocation on 25th November 2023, in which 302 students including five Ph.D. scholars received their degrees. A galaxy of luminaries adorned the event, including Shri Raghubar Das, Hon’ble Governor of Odisha; Shri Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୫/୧୧: ଶିକ୍ଷା ବିକାଶ ସମିତି ଓଡିଶାଙ୍କ ଯୋଜନା ଆଧାରରେ ବାଲିଗୁଡା ସଂକୁଳର କ୍ରୀଡା ସମାରୋହ ଉଦଯାପିତ ହୋଇଯାଇଛି ।ଏଥିରେ ବାଲିଗୁଡା, ରାଇକିଆ, ତୁମୁଡିବନ୍ଧ, ଦାରିଙ୍ଗବାଡି ଓ ସାରଙ୍ଗଡ଼ର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରକୁ ନେଇ ଏହି ସଂକୁଳରେ ୭୬ ଜଣ ଶିଶୁ ଭାଇ ଭଉଣୀ ଏଥିରେ ଭାଗ ନେଇଥିଲେ ।ଏହି ଉତ୍ସବରେ ବାଲିଗୁଡା ଥାନା ଡିଏସପି ଶୁଭ୍ରଜିତ ବିଶ୍ଵାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୧୧: ଗଜପତି ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ପ୍ରାୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରା-୨୦୨୩ର ଦ୍ଵିତୀୟ ଦିବସରେ ଆଜି ଜିଲ୍ଲାର ଖାରଡ଼ା ଓ ହାଡୁଭାଙ୍ଗି ପଞ୍ଚାୟତରେ ବିଭିନ୍ନ କେନ୍ଦ୍ରୀୟ ଯୋଜନା ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମୁଖ୍ୟତଃ ଏହି କାର୍ଯ୍ୟକ୍ରମ ଜରିଆରେ କେନ୍ଦ୍ର ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନା ଏବଂ ନୀତି ଗୁଡିକର ସଫଳ ରୁପାୟନ ସଂପର୍କରେ ସଚେତନତା ସୃଷ୍ଟି କରାଯିବା ସହ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୫/୧୧: ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ଭୋଟର ସଚେତନତା ରଥର ଶୁଭାରମ୍ଭ କରାଯାଇଛି । ବୌଦ୍ଧ ଜିଲାରେ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ଅବସରରେ ଯୋଗ୍ୟ ବ୍ୟକ୍ତିଙ୍କ ନାମ ପଞ୍ଜିକରଣ କରିବା କାର୍ଯ୍ୟ ଚାଲୁ ରହିଛି । ଉପଜିଲାପାଳ ରବିନ୍ଦ୍ର ନାଥ କହଁରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଚେତନତା ରଥର ଶୁଭାରମ୍ଭ କରିଥିଲେ ।ଏହି ସଚେତନତା Continue Reading