Home Articles posted by odadmin (Page 1068)
Odisha News
3-day annual conference of Association of Gynaecologic Oncologists inaugurated in Bhubaneswar By Kambhudhar Khetiଭୁବନେଶ୍ୱର, Nov.25: ଭାରତୀୟ ସ୍ତ୍ରୀକର୍କଟ ବିଶେଷଜ୍ଞ ସଂଘ ପକ୍ଷରୁ ୩୦ ତମ ଜାତୀୟ ସ୍ତରୀୟ ସ୍ତ୍ରୀକର୍କଟ ରୋଗ ବିଶେଷଜ୍ଞ ସମ୍ମିଳନୀ ଭୁବନେଶ୍ୱରର ଏକ ତାରକା ହୋଟେଲରେ ଉଦ୍‌ଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଯୋଗଦେଇ ଉଦ୍‌ଘାଟନ କରିଥିଲେ । ଅନ୍ୟ Continue Reading
National News
Rajasthan,Nov 25 :  Polling began Saturday morning for the 199 assembly seats in Rajasthan where the BJP is going all out to wrest power from the Congress which hopes to beat the state’s anti-incumbency tradition. “Polling began at 7 am today. A total of 51,507 polling booths have been set up across the state,” Rajasthan’s […]Continue Reading
Odisha News
ଭୁବନେଶ୍ବର,୨୫/୧୧: ଉତ୍ତରାଖଣ୍ଡ ଉତ୍ତର କାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଶ୍ରମିକଙ୍କ ପରିବାର ସଦସ୍ୟମାନଙ୍କୁ ରାଜ୍ୟ ସରକାର ଉତ୍ତରକାଶୀକୁ ନେବା ପାଇଁ ସମସ୍ତ ବ୍ୟବସ୍ଥା କରିଛନ୍ତି। ସେମାନେ ହେଲେ ନବରଙ୍ଗପୁର ଜିଲ୍ଲାର ଫୁଲଚାନ୍ଦ ଭତ୍ରା, ମୟୁରଭଂଜ ଜିଲ୍ଲାର ବିମଳା ନାୟକ ଓ ଚିତ୍ତରଂଜନ ନାୟକ। Continue Reading
Odisha News
ଭୁବନେଶ୍ୱର,୨୪/୧୧: ୨୬ଟି କାର୍ଯ୍ୟଦିବସ ଥାଇ ଆଜି ଅଚାନକ ବିଧାନସଭାର ଶୀତ ଅଧିବେଶନକୁ ବାଚସ୍ପତି ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି । ଶାସକ ଦଳର ପ୍ରସ୍ତାବ ଆଧାରରେ ବାଚସ୍ପତି ଗୃହକୁ ମୁଲତବୀ କରିଛନ୍ତି । ନଭେମ୍ବର ୨୧ରୁ ଡିସେମ୍ବର ୩୦ତାରିଖ ପର୍ଯ୍ୟନ୍ତ ବିଧାନସଭାର ଶୀତ ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟଦିବସ ରହିଥିଲା ।ମାତ୍ର ୪ଟି କାର୍ଯ୍ୟଦିବସରେ ଗୃହକୁ ବନ୍ଦ କରିଦେଲେ ସରକାର । ଚଳିତ କ୍ୟାଲେଣ୍ଡର ବର୍ଷରେ ୩ଟି ପର୍ଯ୍ୟାୟରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୧୧: ଗଜପତି ଜିଲ୍ଲାରେ ଆରମ୍ଭ ହୋଇଛି ଭାରତ ସରକାରଙ୍କ ବିକଶିତ ଭାରତ ସଂକଳ୍ପ ଯାତ୍ରା। ଏହି ଯାତ୍ରା କାର୍ଯ୍ୟକ୍ରମର ସଂକଳ୍ପ ସଚେତନତା ରଥକୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭାପତି ଶ୍ରୀ ଜି: ତିରୁପତି ରାଓ ଏବଂ ଜିଲ୍ଲା ପରିଷଦର ମୁଖ୍ୟ Continue Reading
Odisha News
ନବରଙ୍ଗପୁର,୨୪/୧୧: ଭିଜିଲାନ୍ସ ଜାଲରେ ଅବକାରୀ ସୁପରିଟେଣ୍ଡେଣ୍ଟ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଜିଲ୍ଲା ଅବକାରୀ ବିଭାଗର ସୁପରିଟେଣ୍ଡେଣ୍ଟ ଗଙ୍ଗା ପାଇକରାୟଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।ଗଙ୍ଗାଙ୍କ କୋରାପୁଟ ଜିଲ୍ଲା ଜୟପୁର ସ୍ଥିତ ପୈତୃକ ଘରେ, ନବରଙ୍ଗପୁର ସ୍ଥିତ ଡି ଏସ୍-ଥ୍ରୀ ସିନେମା ହଲ ନିକଟରେ ଥିବା ଭଡ଼ା ଘରେ ଓ ଅଫିସ ସମେତ ୪ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ଭିଜିଲାନ୍ସ ବିଭାଗର ୫ଟିମ୍ ସାମିଲ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୪/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ସତ୍ୟସାଇ ସେବା ସମିତି ଆନୁକୂଲ୍ୟରେ ଶ୍ରୀ ସତ୍ୟସାଇବାବାଙ୍କ ୯୮ତମ ଜନ୍ମ ବାର୍ଷିକୋତ୍ସବ ସ୍ଥାନୀୟ ସାଇବିହାର ଠାରେ ପାଳିତ ହୋଇଯାଇଛି । ସମିତି ର ଆବାହକ ସୁରେନ୍ଦ୍ର ନାଥ ସାହୁ ଙ୍କ ଅଧ୍ୟକ୍ଷତାରେ ପ୍ରତ୍ୟୁଷରେ ଓଁକାର, ସୁପ୍ରଭାତମ, ନଗର ସଂକୀର୍ତ୍ତନ ଆୟୋଜନ ହୋଇଥିଲା ।ଏନେଇ ମନ୍ଦିର ପରିସରରେ ସଫେଇ କାର୍ଯ୍ୟକ୍ରମ, ପ୍ରଶାନ୍ତି ପତାକା ଉତ୍ତାଳନ, Continue Reading