Home Articles posted by odadmin (Page 1076)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୧୧: ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡିଶାଙ୍କ ନିର୍ଦେଶ କ୍ରମେ ବାଲିଗୁଡା ଉପଜିଲ୍ଲାପାଳ ଶ୍ରୀମତୀ ମଧୁମିତାଙ୍କ ନେତୃତ୍ବରେ ଉପଖଣ୍ଡର ନୂତନ ଭୋଟରଙ୍କୁ ସଚେତନ କରିବା ସହିତ ଭୋଟର ତାଲିକାରେ ସେମାନଙ୍କ ନାମ ପଞ୍ଜିକରଣ କରିବା ନିମନ୍ତେ ଭୋଟର ତାଲିକାର ସଂକ୍ଷିପ୍ତ ସଂଶୋଧନ ଅଭିଯାନ-୨୦୨୪ ଜାରୀ ରହିଛି ।ଏହି ପରିପ୍ରେକ୍ଷୀରେ ଉପଖଣ୍ଡ ପ୍ରଶାସନ ଦ୍ବାରା ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ଏବଂ କେ.ବି. ହିଷ୍ଟ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକରେ ବୋର ୱେଲ ଖୋଳିବା ନାଁ ରେ ୬ ଲକ୍ଷ ଲୁଟ୍ କରିଥିବା ଅଭିଯୋଗରେ ଟିକାବାଲି ପୋଲିସ ଦୁଇ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି ।ସୂଚନା ମୁତାବକ ଦୀର୍ଘ ୬ ମାସ ଧରି ଟିକାବାଲି ଓ ଚକାପାଦ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଟିକାବାଲି ସଦର ଥାନା ଅନ୍ତର୍ଗତ ମସାପଦର ଗ୍ରାମର ବଳଭଦ୍ର ଦିଗାଳ ଓ ଦାଡିକେଜୁ ଗ୍ରାମର ମାର୍ଦନ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୧୧: ଗଜପତି ଜିଲ୍ଲା କାଶୀନଗର ବ୍ଲକ ବିଜେପି ମଣ୍ଡଳ ପକ୍ଷରୁ କାଶୀନଗର ଠାରେ ଓଡ଼ିଶାରେ ଚାଲିଥିବା ସରକାରୀ ଦୁର୍ନୀତି ବ୍ୟଭିଚାର ଓ ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା ବିରୋଧରେ ଜନ ଆକ୍ରୋଶ କାଶୀନଗର ବ୍ଲକ୍ କାର୍ଯ୍ୟାଳୟ ଘେରାଉ ଓ ଗଣଧାରଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ କାଶୀନଗର ବ୍ଲକ ବିଜେପି: ମଣ୍ଡଳ ସଭାପତି ଶ୍ରୀ ଦାରାପୁ ରାଜେଶ ଏବଂ ଉମା ଚରଣ ଗନ୍ତାୟତଙ୍କ ନେତୃତ୍ୱରେ ସ୍ଥାନୀୟ ଷ୍ଟେଟ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୮/୧୧: ଭୁବନେଶ୍ୱର ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମରେ ବୌଦ୍ଧ ଜିଲ୍ଲାର ପ୍ରତିଯୋଗୀମାନେ ବିଭିନ୍ନ ବିଭାଗରେ କୃତିତ୍ୱ ହାସଲ କରିଛନ୍ତି । ଶୁକ୍ରବାର ଦିନ ୮ଟା ସମୟରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀଙ୍କୁ ବୌଦ୍ଧ ବସଷ୍ଟାଣ୍ଡ ଠାରେ ସ୍ୱାଗତ କରାଯାଇଛି ।ତିନି ଦିନ ଧରି ଚାଲିଥିବା ଶିଶୁ ମହୋତ୍ସବ ସୁରଭି ଉଦଯାପିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ Continue Reading
National News
MAHARASTRA,NOV 18: A case has been registered against Shiv Sena (Uddhav Balasaheb Thackeray) leader Aaditya Thackeray for allegedly inaugurating a part of a bridge without permission on Thursday. The case was registered based on a complaint by the Brihanmumbai Municipal Corporation (BMC) against Thackeray for opening the second carriageway of Delisle Bridge at Lower Parel Continue Reading
Odisha News
କଣ୍ଟାବାଞ୍ଜି,୧୮/୧୧: ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ପଶ୍ଚିମ ଓଡ଼ିଶା ବନ୍ଦ। ସ୍ବତନ୍ତ୍ର କୋଶଲ ରାଜ୍ୟ ଦାବି ନେଇ କୋଶଲ ରାଜ୍ୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ମହାବନ୍ଦ ଡାକରା ଦିଆଯାଇଛି।ଏହାର ପ୍ରଭାବ ପଡ଼ିଛି ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜି ସହରରେ। ସହର ତଥା ତୁରେକେଲା, ବଙ୍ଗୋମୁଣ୍ଡା ଓ ମୁରିବାହାଲ ବ୍ଲକ ଅଞ୍ଚଳରେ ଅଖଚକ, ଦୋକାନ ବଜାର, ସରକାରୀ, ବେସରକାରୀ ଅନୁଷ୍ଠାନ ପ୍ରତିଷ୍ଠାନ ବନ୍ଦ ଥିବା ବେଳେ ଜରୁରୀକାଳୀନ ସେବା Continue Reading
National News
Uttarkashi,Nov 18:  The rescue teams were able to clear 24 meters of rubble from the collapsed under-construction tunnel in Uttarkashi, where 41 workers are trapped, on Friday evening. However, the workers, stuck behind 60 meters of rubble, are getting supplies through pipes, and there’s constant communication with them, officials said. After the operation was halted Continue Reading
National News
NEW DELHI,NOV 18: OpenAI, the parent creator of ChatGPT, announced on Friday that it had sacked Sam Altman as the CEO and co-founder of the company as the “board lost confidence in his ability to lead”. In a statement, OpenAI said that Altman’s “departure follows a deliberative review process by the board, which concluded that […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୮/୧୧: ଉତ୍କଳ ସାମ୍ବାଦିକ ସଂଘ, କନ୍ଧମାଳ ଜିଲ୍ଲା ଶାଖା ପକ୍ଷରୁ ଫୁଲବାଣୀ ଗାନ୍ଧୀ ସ୍ମୃତି ଭବନ ପରିସରରେ ଆୟୋଜିତ ଜାତୀୟ ପ୍ରେସ୍ ଦିବସ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ବିଶିଷ୍ଟ ସାମ୍ବାଦିକ ଦିଲ୍ଲିପ ବିଶୋୟୀ ଗଣମାଧ୍ୟମର ସ୍ବାଧୀନତା ଏବଂ ଗଣମାଧ୍ୟମ ସାମ୍ନା କରୁଥିବା ବିଭିନ୍ନ ଆହ୍ବାନ ସମ୍ପର୍କରେ ଆଲୋଚନା କରିଥିଲେ।ଜନସାଧାରଣଙ୍କ ସ୍ବାର୍ଥକୁ ପ୍ରୋତ୍ସାହିତ କରିବା ଏବଂ ସାମ୍ବାଦିକତାର Continue Reading