Home Articles posted by odadmin (Page 1077)
National News
NEW DELHI,NOV 18: OpenAI, the parent creator of ChatGPT, announced on Friday that it had sacked Sam Altman as the CEO and co-founder of the company as the “board lost confidence in his ability to lead”. In a statement, OpenAI said that Altman’s “departure follows a deliberative review process by the board, which concluded that […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୮/୧୧: ଉତ୍କଳ ସାମ୍ବାଦିକ ସଂଘ, କନ୍ଧମାଳ ଜିଲ୍ଲା ଶାଖା ପକ୍ଷରୁ ଫୁଲବାଣୀ ଗାନ୍ଧୀ ସ୍ମୃତି ଭବନ ପରିସରରେ ଆୟୋଜିତ ଜାତୀୟ ପ୍ରେସ୍ ଦିବସ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ବିଶିଷ୍ଟ ସାମ୍ବାଦିକ ଦିଲ୍ଲିପ ବିଶୋୟୀ ଗଣମାଧ୍ୟମର ସ୍ବାଧୀନତା ଏବଂ ଗଣମାଧ୍ୟମ ସାମ୍ନା କରୁଥିବା ବିଭିନ୍ନ ଆହ୍ବାନ ସମ୍ପର୍କରେ ଆଲୋଚନା କରିଥିଲେ।ଜନସାଧାରଣଙ୍କ ସ୍ବାର୍ଥକୁ ପ୍ରୋତ୍ସାହିତ କରିବା ଏବଂ ସାମ୍ବାଦିକତାର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୮/୧୧: ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଖରିଫ ଧାନ ସଂଗ୍ରହ ପାଇଁ ଧାନକ୍ରୟ କମିଟି ବୈଠକ ଶୁକ୍ରବାର ଦିନ ୧୧ଟା ସମୟରେ ଅନୁଷ୍ଠିତ ହୋଇଛି କ୍ଷ ଜିଲାରେ ଡିସେମ୍ବର ମାସରେ ଧାନକ୍ରୟ ଅ।ରମ୍ଭ ହେବ । କଣ୍ଟାମାଳ , ବୌଦ୍ଧ ଓ ହରଭଙ୍ଗା ବ୍ଲକରେ ରହିଥିବା ସମସ୍ତ ଧାନମଣ୍ଡି ଖୋଲାଯାଇ ଧାନକ୍ରୟ କରାଯିବ ।ଖରିଫ ଧାନ ବିକ୍ରୟ ପାଇଁ ଜିଲାରେ ୪୫୧୪୮ ଜଣ ଚାଷୀ ପଂଜିକୃତ ହୋଇଛନ୍ତି । ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୧୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଥିବା ପର୍ଯ୍ୟଟନ ସ୍ଥଳୀ “ବୃନ୍ଦାବନ ପ୍ୟାଲେସ” ଠାରେ କ୍ରୀଡ଼ା ଓ ଯୁବସେବା ବିଭାଗ ଓଡ଼ିଶା ଅନ୍ତର୍ଗତ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଆଧାରରେ ସାମାଜିକ କାର୍ଯ୍ୟକଳାପ-୨୦୨୩ରେ ସ୍ୱଚ୍ଛତା ଶିବିର ତଥା ସଫେଇ କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ଗୁମ୍ମା ବ୍ଲକର ପଦ୍ମପୁର ସ୍ଥିତ ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା Continue Reading
Odisha News
କେସିଙ୍ଗା,୧୭/୧୧: ତ୍ରିପୁରା ସୀମାରେ ଜଣେ ସୀମା ସୁରକ୍ଷା ବାହିନୀ (ବିଏସ୍ଏଫ୍)ର ଯବାନ ସହିଦ ହୋଇଛନ୍ତି। ସହିଦ ଯବାନ ଜଣେ ଓଡ଼ିଆ ବୋଲି ଜଣାପଡ଼ିଛି। ସେ ହେଲେ ଈଶ୍ବର ଦୋରା।ସୂଚନା ଅନୁସାରେ କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ବେଲଖଣ୍ଡି ଗାଁର ନିବାସୀ ଈଶ୍ବର ଚନ୍ଦ୍ର ଦୋରା ୨୦୦୯ ମସିହାରେ ବିଏସ୍ଏଫ୍ରେ ଯୋଗ ଦେଇଥିଲେ। ସେ ତ୍ରିପୁରା ସୀମାରେ କାର‌୍ୟ୍ୟରତ ଥିଲେ। ରାତିରେ ଡ୍ୟୁଟିରେ ଯାଇଥିବା ବେଳେ ତାଙ୍କର ମରଶରୀର ସକାଳୁ ଉଦ୍ଧାର Continue Reading
Odisha News
ଭୁବନେଶ୍ବର,୧୭/୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ପ୍ରକଳ୍ପ ଦୁଇଟି ହେଉଛି–ଇବ୍ ନଦୀରେ ଭଷ୍ମା ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ସପେଇ ନଦୀରେ ଫୁଲବାରୀ ନଦୀଗର୍ଭ ଜଳାଶୟ ପ୍ରକଳ୍ପ। ଭଷ୍ମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୬୨.୫୦ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ ଫୁଲବାରୀ ପ୍ରକଳ୍ପ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୭/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନାଞ୍ଚଳର ଖମଣଖୋଲ ଅଞ୍ଚଳରେ ଆଠଟିକିଆ ହାତୀପଲ । ପଡ଼ୋଶୀ ବୌଦ୍ଧ ଜିଲ୍ଲା କଣ୍ଟାମାଳ ଅଞ୍ଚଳରୁ ଏହି ହାତୀପଲ କନ୍ଧମାଳ ସିମାନ୍ତ ଖମଣଖୋଲ ଅଞ୍ଚଳକୁ ପଶି ଆସିଥିବା ଜଣାପଡ଼ିଛି ।ସେପଟେ ହାତୀପଲକୁ ଟ୍ରାକ୍ କରିବା ସହ ଘଉଡ଼ାଇବାକୁ ଫରେଷ୍ଟର ଗିରିଶ ଚନ୍ଦ୍ର ସାହୁଙ୍କ ନେତୃତ୍ୱରେ ବନ ବିଭାଗର ଏକ ସ୍ବତନ୍ତ୍ର ଟିମ୍ ଉଦ୍ୟମ ଜାରୀ ରଖିଛନ୍ତି ।ଏହି ହାତୀ ପଲରେ ଗୋଟିଏ ଦନ୍ତା Continue Reading