Home Articles posted by odadmin (Page 1080)
Odisha News Sports News
ମୁମ୍ବାଇ,୧୫/୧୧ : ମୁମ୍ବାଇର ଓ୍ବାଙ୍ଖଡ଼େ ଷ୍ଟାଡିୟମଠାରେ ଖେଳାଯାଉଥିବା ସେମିଫାଇନାଲ ମ୍ୟାଚରେ ନ୍ୟୁଜିଲାଣ୍ଡ ଆଗରେ ୩୯୮ ରନର ବିଶାଳ ବିଜୟ ଲକ୍ଷ୍ୟ ରଖିଛି ଭାରତ ।ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଦୁଇ ଓପନର ରୋହିତ ଶର୍ମା ଓ ଶୁଭମନ ଗିଲ୍ ଏକ ବଡ଼ ସ୍କୋର ପାଇଁ ଏକ ଭଲ ମୂଳଦୁଆ ପକାଇଥିଲେ । ରୋହିତ ବିସ୍ଫୋରକ ବ୍ୟାଟିଂ କରିଥିଲେ ବି ଅଳ୍ପକେ ଅର୍ଦ୍ଧଶତକରୁ (୪୭ ରନ) ବଞ୍ଚିତ ହୋଇଥିଲେ […]Continue Reading
National News
UTTARKASHI,NOV 15: Eforts to rescue the 40 workers trapped inside a tunnel in Uttarakhand’s Uttarkashi district continued on Wednesday. As the rescue operation entered its fourth day on Wednesday, workers staged a protest at the site of the accident where the relief and rescue operation was underway. The workers demanded immediate evacuation of their fellow […]Continue Reading
National News
New delhi, Nov 15 : Subrata Roy, founder and chairman of Sahara India Pariwar, passed away at the age of 75 in Mumbai after battling a long illness. The demise of the prominent business tycoon has triggered an outpouring of condolences and tributes from various quarters. Political leaders, business associates, and sportspersons expressed their sorrow […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ ,୧୫/୧୧: କନ୍ଧମାଳ ଜିଲାର ୩ ବିଧାୟକ ତଥା ଜି. ଉଦୟଗିରି ବିଧାୟକ ଓ ବିଜେଡିର ନବନିଯୁକ୍ତ ଜିଲା ସଭାପତି ସାଲୁଗା ପ୍ରଧାନଙ୍କ ସମେତ ବାଲିଗୁଡା ବିଧାୟକ ଚକ୍ରମଣି କହଁର ଓ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ଏବଂ ତାଙ୍କ ସହ ଦଳର କନ୍ଧମାଳ ଜିଲା ପର୍ଯ୍ୟବେକ୍ଷକ ତଥା ବିହନ ନିଗମର ଅଧ୍ୟକ୍ଷ ବିଜୟ ନାୟକ ପ୍ରମୁଖ ମଙ୍ଗଳବାର ନବୀନ ନିବାସରେ ପାଣ୍ଡିଆନଙ୍କୁ ସାକ୍ଷାତ କରିଛନ୍ତି । କନ୍ଧମାଳ ଜିଲାର ବିକାଶ ପାଇଁ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୫/୧୧: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ବହୁ ଆଡ଼ମ୍ବର ସହକାରେ ଶିଶୁ ଦିବସ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଜିଲ୍ଲାରେ ଥିବା ସ୍ଵେଚ୍ଛାସେବୀ ଅନୁଷ୍ଠାନ “କୈଳାଶ ସତ୍ୟର୍ଥୀ ଚିଲଡ୍ରେନ ଫାଉନ୍ଡେଶନ” ଏବଂ ସିସିଡ଼ି: ଅନୁଷ୍ଠାନ ତରଫରୁ ରାୟଗଡ ସ୍ଥିତ ଉଚ୍ଚ ବିଦ୍ୟାଳୟ ପଡିଆ ଠାରେ ଶିଶୁ ଦିବସ ପାଳନ ଉପଲକ୍ଷେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୧୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସିସିଡ଼ି: କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ସିସିଡ଼ି: ପକ୍ଷରୁ ଭିନ୍ନକ୍ଷମ ଅନୁଷ୍ଠାନ ସମର୍ଥ ଏବଂ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମିଳିତ ଆନୁକୁଲ୍ୟରେ ବିକଳାଙ୍ଗ ଓ ମାନସିକ ଅନଗ୍ରସର ଶିଶୁ ମାନଙ୍କୁ ନେଇ ଶିଶୁ ଦିବସ ଓ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ସ୍ବର୍ଗତ ପଣ୍ଡିତ ଜବାହର ଲାଲ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୧୧: ଗଜପତି ଜିଲ୍ଲାକୁ ମରୁଡିଗ୍ରସ୍ତ ଘୋଷଣା, ଭୂମିହୀନଙ୍କୁ ଜମି, ଆଦିବାସୀ ଓ ଅନ୍ୟ ବନଜୀବିଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ ସମେତ ବିଭିନ୍ନ ଦାବୀ ନେଇ ଆଜି ଅଖିଳ ଭାରତ କିଶାନ୍ ମଜଦୁର ସଭା ଗଜପତି ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ରାଲି ଓ ଗଣ ବିକ୍ଷୋଭର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଆଜି ସ୍ଥାନୀୟ ନୂଆ ବସଷ୍ଟାଣ୍ଡରୁ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ସହ ଶେଷରେ […]Continue Reading