ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧/୧୧: କନ୍ଧମାଳ ଜିଲା ବାଲିଗୁଡା ଉପ କୋଷାଗାର କାର୍ଯ୍ୟାଳୟଠାରେ ବିନା ଶୁଳ୍କରେ ପେନସନ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ପାଇଁ ମୋ ସେବା କେନ୍ଦ୍ରରେ ସହାୟତା କାର୍ଯ୍ୟ ଆରମ୍ଭ ହୋଇଛି।ଏହି ଅବସରରେ ଉପ କୋଷାଗାର ଅଧିକାରୀ ସୁଧାକର କହଁର, ତପନ କୁମାର ଦିଗାଳ, ପ୍ରଦୀପ କୁମାର ବେହେରା, ମିନତୀ କୁମାରି ମିଶ୍ର, ଶରତ କୁମାର ପୂଜାରୀ ମୋ ସେବା କେନ୍ଦ୍ରର ଜିଲା ପରିଚାଳକ ଗୋଲକ ବିହାରୀ ନାୟକଙ୍କ Continue Reading
By Akshya Rout Jajpur ,Nov 1 : Police seized 90 kilograms of ganja packed in three sacks from an ambulance on the highway no- 16 under Badachana police station in Jajpur district on Wednesday. Two persons including the driver of the vehicle were arrested in this connection. The contraband was being transported Continue Reading
ଭୁବନେଶ୍ବର,୧/୧୧: ରାଜ୍ୟ ସରକାର ଡିଜିଟାଲ ମାଧ୍ୟମରେ ଶିକ୍ଷାର ବିକାଶକୁ ଗୁରୁତ୍ବ ଦେଉଛନ୍ତି। ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରେ ଇ-ଲାଇବ୍ରେରି ସହିତ କମ୍ପ୍ୟୁଟର ଲ୍ୟାବ୍ (ପ୍ରୟୋଗଶାଳା) ଖୋଲିବା ପରେ ଏବେ ରାଜ୍ୟର ସବୁ ବିଶ୍ଵବିଦ୍ୟାଳୟ ପରିସରକୁ ୱାଇଫାଇ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି।ଏନେଇ ଆଜି ଉଚ୍ଚଶିକ୍ଷା ବିଭାଗର ସ୍ବତନ୍ତ୍ର ସଚିବ ରମାକାନ୍ତ ନାୟକ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ ବିଶ୍ବବିଦ୍ୟାଳୟର କୁଳସଚିବମାନଙ୍କୁ ଚିଠି Continue Reading
NEW DELHI,NOV 1: TMC MP Mahua Moitra on Wednesday wrote to Lok Sabha Speaker Om Birla flagging alerts received by several opposition leaders about “state-sponsored” attacks on their iPhones, and urged him to provide them protection to continue doing their duties. This “illegal surveillance by the government” is the worst attack on fundamental rights Continue Reading
CAIRO,NOV 1: The first ambulances carrying wounded Palestinians from war-torn Gaza entered Egypt via the Rafah crossing on Wednesday, an Egyptian official said, speaking on condition of anonymity. Live footage shown on television stations showed Egyptian nurses and first-aiders examining wounded Palestinians and then carrying them on stretchers to Egyptian ambulances. At Continue Reading
The organisation also launches mass communication campaign; sensitizes consumers BY SUDAM PATRA Balasore, Nov. 1: TPNODL, the joint venture between Tata Power and Odisha Government for power distribution in Northern Odisha is celebrating the Vigilance Awareness Week from October 30th to November 5th, 2023, under Continue Reading
ବୌଦ୍ଧ,୧/୧୧: ଗଂଜେଇ ମାଫିଆଙ୍କୁ ପ୍ରୋତ୍ସାହନ ଯୋଗାଇବା ଓ ବେଆଇନ ବ୍ୟବସାୟରେ ସହଯୋଗ କରିବା ଜଣେ ପୁଲିସ କନଷ୍ଟେବଳଙ୍କୁ ମହଙ୍ଗା ପଡ଼ିଛି। ବୌଦ୍ଧ ଜିଲ୍ଲା ସଦର ଥାନା ଅଧୀନ ବଘିଆପଡ଼ା ଫାଣ୍ଡିର ଡିଭିଏଫ କନଷ୍ଟେବଳଙ୍କ ପାଖରୁ ଭିଜିଲାନ୍ସ ବିଭାଗ ବୁଧବାର ଦିନ ୬ ଲକ୍ଷ ଟଙ୍କା ସହ ପିସ୍ତଲ ଜବତ କରିଛି।ସୂଚନା ଅନୁସାରେ ବଘିଆପଡା ଫାଣ୍ଡି ସରକାରୀ ପୁଲିସ କ୍ୱାର୍ଟର ନିକଟରୁ ଆଜି ବୌଦ୍ଧ ଭିଜିଲାନ୍ସ ବିଭାଗ ଡିଭିଏଫ କନେଷ୍ଟବଳ ହରିକ୍ରିଷ୍ଣ ସାହୁଙ୍କୁ ଗିରଫ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧/୧୧: ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟର ସଭାଗୃହ ଠାରେ ମହାବିଦ୍ୟାଳୟ ପକ୍ଷରୁ ଭାରତର ଲୌହ ମାନବ, ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୪୮ତମ ଜୟନ୍ତୀ ତଥା “ଜାତୀୟ ଏକତା ଦିବସ\” ପାଳନ ଅବସରରେ ଏକ ଜୟନ୍ତୀ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ରୀନା ସାହୁ ଅଧ୍ୟକ୍ଷତା କରି ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ କର୍ମମୟ ଜୀବନୀ , Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧/୧୧: ସରକାରୀ ଅର୍ଥ ହଡପ ଅଭିଯୋଗରେ ବୌଦ୍ଧ ଜିଲ୍ଲାର ତତ୍କାଳୀନ ମାର୍କଫେଡ ଏରିଆ ମ୍ୟାନେଜର ଭୂବନ ମୋହନ ଦାଶଙ୍କୁ ଫୁଲବାଣୀ ଭିଜିଲାନ୍ସ ଅଦାଲତ ତିନି ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥସହ ଅଭିଯୁକ୍ତଙ୍କୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି।ଜରିମାନା ଅନାଦେୟ ଦୋଷୀଙ୍କୁ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ସୂଚନା ଅନୁଯାୟୀ, ଅଭିଯୁକ୍ତ Continue Reading




