Youths employed directly and indirectly for jobs spanning diverse domains like operations, maintenance, safety, technical and administrative roles By Banaja Routray Bhubaneswar, Oct. 28: Since taking over the power distribution in the state by TP Odisha Discoms, a joint venture between Tata Power and Government of Odisha, over 53,000 direct and indirect job opportunities Continue Reading
କଟକ,୨୮/୧୦: ପଞ୍ଚଭୂତରେ ଲୀନ ହେଲେ ବିଶିଷ୍ଟ ସଙ୍ଗୀତକାର ତଥା ଗୀତିକାର ଓ ଅଭିନେତା ସ୍ବରୂପ ନାୟକ। କଟକ ସତୀଚଉରାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛି।ବଡ଼ ଝିଅ ନିବୃତ୍ତି ନାୟକ ମୁଖାଗ୍ନି ଦେଇଛନ୍ତି। ପୂର୍ବରୁ ତାଙ୍କୁ ଏକ ଶୋଭାଯାତ୍ରାରେ ସତୀଚଉରାକୁ ଅଣାଯାଇଥିଲା। ସତୀଚଉରାରେ କଟକ ମେୟର ସୁବାସ ସିଂଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।ସୂଚନାଯୋଗ୍ୟ, ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ, ଗୀତିକାର, Continue Reading
SURAT,OCTO 28 : Seven members of a family, including three children, were found dead at their residence in Surat city of Gujarat on Saturday, with the police suspecting it to be a case of mass suicide. The bodies of the seven deceased were found in an apartment in Adajan locality, police said, adding that a […]Continue Reading
ବିଶୋଇ,୨୮/୧୦: ମୟୁରଭଞ୍ଜ ଜିଲ୍ଲା ବିଶୋଇ ଥାନାରେ ଆଜି ଏକ ଅଭାବନୀୟ କାଣ୍ଡ ଘଟିଯାଇଛି । ଗତ ୧୬ ତାରିଖରେ ବିଶୋଇ ଶିବ ମନ୍ଦିରରେ ଦାନ ହୁଣ୍ଡିରୁ ଚୋରି ହୋଇଥିବା ଘଟଣାର ପଚରାଉଚରା ପାଇଁ ଉକ୍ତ ଶୈବ ପୀଠର ସେବାୟତ ବିଶୋଇଗାଁ ଗ୍ରାମର ସୁଶାନ୍ତ ଦେଓକୁ ବିଶୋଇ ଥାନାକୁ ଡକାଯାଇଥିଲା।ଅଭିଯୁକ୍ତ ଜଣକ ଥାନାକୁ ପ୍ରାୟ ସନ୍ଧ୍ୟା ୭ ଘଟିକା ସମୟରେ ପହଂଚିବା ପରେ ଥାନା ଅଧିକାରିଣୀ ମିନି ଭୋଇ ଘଟଣା ସମ୍ପର୍କରେ ପଚରଉଚରା କରିବା ପରେ ଚୋରି କରିବା […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୮/୧୦: ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ସଚେତନତା ପାଇଁ ପଥୋତ୍ସବ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି କ୍ଷ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରସ୍ତୁତି ବୈଠକରେ ଆଗାମୀ ୨୮ ତାରିଖରେ ମର୍ଜାକୁଦ ସେତୁ ଛକ ଠାରେ ପଥୋତ୍ସବ ଆୟୋଜନ କରାଯିବା ନେଇ ନିଷ୍ପତି ହୋଇଥିଲା । ସ୍ବତନ୍ତ୍ର ଭୋଟ ତାଲିକା ସଂଶୋଧନ ସଚେତନତା ପାଇଁ ପଥୋତ୍ସବ, ସଚେତନ ସଭା , ୱାକାଥନ ଆୟୋଜନ କରାଯିବ Continue Reading
NEW DELHI,OCTO 28 : Reliance Industries Chairman Mukesh Ambani has received a death threat through e-mail, police said. In the e-mail sent to the ID of Mukesh Ambani’s company by an unknown person, it said the billionaire should pay Rs 20 crore or else he would be killed. “If you don’t give us Rs 20 […]Continue Reading
ଭୁବନେଶ୍ୱର,୨୮/୧୦: “କୁଆଁର ପୁନେଇ ଜହ୍ନଲୋ ଫୁଲ ବଉଳ ବେଣୀ” । କୁଆଁରୀ ଝିଅଙ୍କ ଅପୂର୍ବ ଆନନ୍ଦ ପୁଚି ଖେଳିବାକୁ ମନଗୋ ଫୁଲ ବଉଳବେଣୀ”। କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ନାମରେ ମଧ୍ୟ ଜଣାଶୁଣା। ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ।ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ Continue Reading
ହାଙ୍ଗଝୌ, ୨୭/୧୦ : ଚୀନର ହାଙ୍ଗଝୌରେ ଚାଲିଥିବା ଏସିଆନ୍ ପାରା ଗେମ୍ସରେ ବ୍ୟାଡମିଣ୍ଟନରେ ଚମତ୍କାର ପ୍ରଦର୍ଶନ କରିଥିବା ରାଜ୍ୟର ପ୍ରମୋଦ ଭଗତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି। ପ୍ରମୋଦ ଗୋଟିଏ ସ୍ୱର୍ଣ୍ଣ ସହିତ ମୋଟ ୩ଟି ପଦକ ଜିତିଛନ୍ତି।ଆଜି ପ୍ରମୋଦ ଭଗତ ପୁରୁଷ ଏକକ ଏସ୍ଏଲ୍୩ ବର୍ଗରେ ଅନ୍ୟତମ ଭାରତୀୟ ପ୍ରତିଯୋଗୀ ନୀତେଶ କୁମାରଙ୍କୁ ୨୨-୨୦, ୧୮-୨୧ ଓ ୨୧-୧୯ରେ ପରାସ୍ତ କରି ସ୍ୱର୍ଣ୍ଣ ପଦକ Continue Reading
କଟକ,୨୭/୧୦ : ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ଆଜି ପରଲୋକ ହୋଇଯାଇଛି। ଦୀର୍ଘ ଦିନ ଧରି ସେ କ୍ୟାନସରରେ ପୀଡ଼ିତ ଥିଲେ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା।୧୯୪୭ ମସିହା ଫେବ୍ରୁଆରୀ ୮ ତାରିଖରେ ଜନ୍ମ ହୋଇଥିବା ସ୍ୱରୂପ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ।୫୦ ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ପାଇଁ Continue Reading
ISRAEL,OCTO 27 : The Israeli military early on Friday said its fighter jets struck three senior Hamas terrorists in the Daraj Tuffah Battalion. Giving out further details, the Israeli military said the battalion’s operatives played a significant role in the invasion and murderous attack against Israel on October 7. The operatives were considered the most […]Continue Reading




