Home Articles posted by odadmin (Page 1115)
Odisha News
ବେଙ୍ଗାଲୁରୁ,୧୬/୧୦ : କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି) ସୋମବାର କହିଛି ଯେ ଆୟକର ବିଭାଗ କର୍ଣ୍ଣାଟକ ଏବଂ ଅନ୍ୟ କେତେକ ରାଜ୍ୟରେ ସରକାରୀ କାମ କରୁଥିବା କେତେକ ଠିକାଦାର ଏବଂ ରିଅଲ ଇଷ୍ଟେଟ ବ୍ୟବସାୟୀଙ୍କ ଘରେ ଚଢ଼ାଉ କରି ନଗଦ ୯୪ କୋଟି ଟଙ୍କା, ୮ କୋଟି ଟଙ୍କାର ସୁନା ଏବଂ ହୀରା ଅଳଙ୍କାର ଏବଂ ବିଦେଶରେ ତିଆରି ହୋଇଥିବା ୩୦ଟି ଦାମୀ ଘଡ଼ି ଜବତ କରିଛି। ଅକ୍ଟୋବର ୧୨ତାରିଖରେ ବେଙ୍ଗାଲୁରୁ, ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ ଓ […]Continue Reading
Odisha News
ପିପିଲି,୧୬/୧୦: ପୁରୀ ଜିଲ୍ଲା ପିପିଲିର ପୂର୍ବତନ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ଯୁଧିଷ୍ଠିର ସାମନ୍ତରାୟଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନଧରି ଅସୁସ୍ଥ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ତାଙ୍କର ଜଣେ ପୁଅ ଓ ଜଣେ ଝିଅ ଅଛନ୍ତି।ଯୁଧିଷ୍ଠିର ସାମନ୍ତରାୟ କଂଗ୍ରେସ ଟିକେଟରୁ ୧୯୯୫ରୁ ୨୦୦୦ ମସିହା ପର୍ଯ୍ୟନ୍ତ ପିପିଲିର ବିଧାୟକ ରହିଥିଲେ। କିନ୍ତୁ ପିପିଲି ନିର୍ବାଚନମଣ୍ଡଳୀରେ କଂଗ୍ରେସର Continue Reading
Odisha News
ଭୁବନେଶ୍ୱର, ୧୬/୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ୭୮ ବର୍ଷ ବୟସରେ ପଦାର୍ପଣ କରିବେ। ହେଲେ ଚଳିତଥର ମୁଖ୍ୟମନ୍ତ୍ରୀ ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ ବୋଲି ରବିବାର ସୂଚନା ଦେଇଛନ୍ତି।ଗତ ମାସରେ ତାଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ବିୟୋଗ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଜନ୍ମଦିନ ପାଳନ କରିବେ ନାହିଁ ବୋଲି କହିଛନ୍ତି। ତେଣୁ ଏଥର ଶୁଭେଚ୍ଛା ଜଣାଇବା ଲାଗି ନବୀନ ନିବାସକୁ କେହି ନ ଆସିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ Continue Reading